ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

୨ ବୁଲେଟ ମଧ୍ୟରେ ମୁହାଁମୁହିଁ ଧକ୍କା : ବାପା-ପୁଅ ସମେତ ୩ ମୃତ

Published By : Suraj Kumar | July 10, 2025 7:36 PM

ପାତ୍ରପୁର,୧୦।୭ : ପାତ୍ରପୁର ବ୍ଲକ ସାମନ୍ତରାପୁର ଓ ଜରଡ଼ା ମଧ୍ୟସ୍ଥ ଠଣାଗାଁ ଛକ ନିକଟରେ  ମର୍ମନ୍ତୁଦ ଦୁର୍ଘଟଣା।  ୨ ବୁଲେଟ ମଧ୍ୟରେ ମୁହାଁମୁହିଁ ଧକ୍କା । ଏଥିରେ ବାପା-ପୁଅ ସମେତ ୩ ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସାମନ୍ତରାପୁର ଗ୍ରାମର ଢଉ ଗୌଡ଼ (୫୫) ଓ ତାଙ୍କ ପୁଅ ସୁନିଲ କୁମାର ଗୌଡ଼(୨୫) ଏବଂ ଗୋଇଲୁଣ୍ଡି ଅଞ୍ଚଳର ରାଜେଶ ପାଣିଗ୍ରାହୀ(୨୫)।

ସାମନ୍ତରାପୁର ଗ୍ରାମର ସୁନିଲ କୁମାର ଗୌଡ଼ ତାଙ୍କ ବାପା ଢଉ ଗୌଡ଼ଙ୍କୁ  ବୁଲେଟରେ ବସେଇ ଜରଡ଼ା ଆଡୁ ନିଜ ଗାଁ ଅଭିମୁଖେ ଫେରୁଥିଲେ। ବିପରୀତ ଦିଗରୁ ନିଜ ବୁଲେଟରେ ବ୍ରହ୍ମପୁର ଗୋଇଲୁଣ୍ଡି ଅଂଚଳର ରାଜେଶ ପାଣିଗ୍ରାହୀଙ୍କ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣାସ୍ଥଳରେ ୩ ଜଣ ଗୁରୁତର  ହୋଇଥିଲେ। ସ୍ଥାନୀୟ ଲୋକେ ତିନିଜଣଙ୍କୁ ପାତ୍ରପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ତିନିଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରିଛି। ଖବର ପାଇ ପାତ୍ରପୁର ମେଡିକାଲରେ ପାତ୍ରପୁର ବିଡ଼ିଓ ଲକ୍ଷ୍ମଣ ସୋରେନ ଓ ତହସିଲଦାର ଅଶୋକ ପଟ୍ଟନାୟକ ପହଞ୍ଚିଥିଲେ। ଘଟଣାକୁ ନେଇ ପାତ୍ରପୁର ବ୍ଲକରେ ଶୋକର ଛାୟା ଖେଳି ଯାଇଛି 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.