ପ୍ରମୂଖ ଖବର
  • ପାଣିକୋଇଲି : ଝରକା ଭାଙ୍ଗି ଲକ୍ଷାଧିକ ଟଙ୍କା ସହିତ ଅଳଙ୍କାର ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଜପତି : ଧରାପଡ଼ିଲା ଅନ୍ତରାଜ୍ୟ ବାଇକ୍‌ ଚୋର, ୧୯ ବାଇକ୍ ଜବତ
  • ||
  • ବ୍ରହ୍ମପୁର : ନଡ଼ିଆ ଦୋକାନ ଉପରକୁ ମାଡିଗଲା କାର୍‌, ନଡ଼ିଆ ବିକାଳୀ ମୃତ
  • ||
  • ବାରିପଦା : ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ
  • ||
  • ସାଲେପୁର : ଯୁବତୀଙ୍କୁ ବିବାହ ପ୍ରତିଶୃତି ଦେଇ ଯୁବକ ଗିରଫ
  • ||
  • ଦିନିକିଆ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶୁଣିଲେ ପ୍ରଧାନମନ୍ତ୍ରୀଙ୍କ ‘ମନ୍‌ କି ବାତ୍’
  • ||
  • ସୁବର୍ଣ୍ଣପୁର : ଭାରସାମ୍ୟ ହରାଇ ଘର ଭିତରକୁ ପଶିଲା କାର୍‌, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ
  • ||
  • କେନ୍ଦୁଝର : ଦନ୍ତା ଆକ୍ରମଣରେ ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଦଶହରା ପୂର୍ବ ଆସିଲା ଖୁସି ଖବର, ଆସନ୍ତା ୯ ତାରିଖରେ ମହିଳାଙ୍କ ଖାତାକୁ ଯିବ 'ସୁଭଦ୍ରା' ଟଙ୍କା
  • ||
  • କୋଣାର୍କ : ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ଟ୍ରକକୁ ଧକ୍କା ଦେଲା ବସ୍, ଚାଲିଗଲା ୩ ଜଣଙ୍କ ଜୀବନ

ନୂଆଦିଲ୍ଲୀ,୨୮/୯: ବିହାରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଟ୍ରକକୁ ଧକ୍କା ଦେଲା ବସ୍ । ଫଳରେ  ୩ ଜଣଙ୍କ ମୃତ୍ୟୁ ଘଟି ଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ  ବିହାରର  କୈମୁର ଜିଲ୍ଲାରେ ଘଟିଛି ଏହି ଘଟଣା ଘଟିଛି । 

ତେବେ ସୂଚନା ଅନୁସାରେ, ଏକ ଯାତ୍ରୀବାହୀ ବସ୍ ବିହାରର ଗୟାରୁ ଉତ୍ତର ପ୍ରଦେଶର ବାରବାଙ୍କି ଅଭିମୁଖେ ଯାଉଥିଲା। ଭୋର ୫ଟା ସମୟରେ ବସ୍ ଡ୍ରାଇଭର ଏକ ଟ୍ରକକୁ ଧକ୍କା ଦେଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ୩ ଜଣ ଯାତ୍ରୀଙ୍କର ଜୀବନ ଚାଲିଯାଇଛି। କୈମୁର ଜିଲ୍ଲାର ମୋହନିଆ ରାସ୍ତା ନିକଟରେ ଦୁର୍ଘଟଣା ଘଟିଥିଲା। ଗାଡିରେ ଥିବା ଅନ୍ୟ ଯାତ୍ରୀମାନେ କହିଛନ୍ତି ଯେ, ଟ୍ରକଟି ପାର୍କିଂ ହୋଇଥିଲା। ବସ୍ ଡ୍ରାଇଭର ନିଦ କାରଣରୁ ହେଉ କିମ୍ବା ଅନ୍ୟ କୌଣସି କାରଣରୁ ଭାରସାମ୍ୟ ହରାଇ ଟ୍ରକୁ ଧକ୍କା ଦେଇଥିଲେ। ଦୁର୍ଘଟଣା ସମୟରେ ଟ୍ରକରେ ଡ୍ରାଇଭର ନଥିଲେ । ସେପଟେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ୪ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ରହିଛି। ଦୁର୍ଘଟଣା ପରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ଗାଡ଼ି ଚଳାଚଳ ସ୍ୱାଭାବିକ ହୋଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.