ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପିକଅପ୍ ମାଡ଼ି ଯାଇ ୩ମୃତ, ଜଣେ ଗୁରୁତର

ସୁବର୍ଣ୍ଣପୁର , ୨୫/୭ :  ଦୋକାନରେ ଚା’ ପିଇଲା ବେଳେ ମାଡ଼ିଗଲା ପିକଅପ୍ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡାସ୍ଥିତ ମେଟାକାନି ମନ୍ଦିରଠାରେ । ଫଳରେ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣଙ୍କ ଉଲୁଣ୍ଡା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।  ଖବରପାଇ ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.