ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ବାଇକରୁ ଜବତ ହେଲା ୩ ଲକ୍ଷ ୯୦ ହଜାର ଟଙ୍କା

ଦେବଗଡ,୧୮।୫ : ବାଇକରୁ ଜବତ ହେଲା ୩ ଲକ୍ଷ ୯୦ ହଜାର ଟଙ୍କା। ଫ୍ଲାଇଙ୍ଗ ସ୍କ୍ବାଡ୍  ଯାନବାହନ ଯାଞ୍ଚ ବେଳେ ଏକ ବାଇକରୁ ଟଙ୍କା ଜବତ କରିଛନ୍ତି। ଦେବଗଡ ସହରର କଲେଜ ରୋଡରୁ ଏହି ଟଙ୍କା  ଜବତ ହୋଇଛି। ଏଥିସହ ଫ୍ଲାଇଙ୍ଗ ସ୍କ୍ବାଡ୍  ଜଣେ ବ୍ୟକ୍ତି ଅଟକ ରଖିବା ସହ ବାଇକ୍ ଜବତ କରିଛି।  ଦେବଗଡ ଥାନାରେ ଜଣକୁ ଅଟକ ରଖି ଅଧିକ ପଚରାଉଚୁରା ଜାରି ରଖିଛି ଫ୍ଲାଇଙ୍ଗ ସ୍କ୍ବାଡ୍   ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.