ପ୍ରମୂଖ ଖବର
  • କଟକ : ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଗଲେ ୨ ଛାତ୍ର, ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର
  • ||
  • ରାଇରଙ୍ଗପୁର : ନକଲି ବିଦେଶୀ ମଦ କାରଖାନାରେ ଚଢାଉ; ନକଲି ବିଦେଶୀ ମଦ, ଠିପି ,ଲେବୁଲ ସହିତ ବୋଲେରୋ ଜବତ, ଜଣେ ଗିରଫ
  • ||
  • ଭୋଗରାଇ : ଛାତ୍ରୀଙ୍କୁ କମେଣ୍ଟ କରି ଫୋଟ ଉଠାଇବା ପଡିଲା ମାହାଙ୍ଗା, ୩ ଅଟକ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ଓଡ଼ିଶାର କିଛି ସ୍ଥାନରେ କାଁ ଭାଁ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ଆଲର୍ଟ
  • ||
  • କଟକ : ବିରୂପା ନଦୀ ପୋଲ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ
  • ||
  • ଶନିବାର ପିଏମ୍‌ କିଷାନ ଟଙ୍କା ବଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଷୀଙ୍କୁ ଖାତାକୁ ଯିବ ୧୮ ତମ କିସ୍ତି
  • ||
  • ସୋଆରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ସମ୍ମିଳନୀ: ଯୋଗ ଦେଉଛନ୍ତି ନିବେଶକ, ପ୍ରତିରକ୍ଷା ବିଶେଷଜ୍ଞ
  • ||
  • ବାଲିପାଟଣା : ମନ୍ଦିରରୁ ଚୋରି କରିବା ବେଳ ଧରାପଡିଲା ଚୋର, ଜଣେ ଅଟକ
  • ||
  • ଭୁବନେଶ୍ୱର : ମାଟି ବୋଝେଇ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା; କାର୍ ଡ୍ରାଇଭର ଗୁରୁତର, ହାଇୱା ଡ୍ରାଇଭର ଆହତ
  • ||
  • ହରିଆଣା ବିଧାନସଭା ନିର୍ବାଚନ: ୯୦ ଆସନରେ ଭୋଟିଂ ଆରମ୍ଭ, ୧,୦୩୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ମତଦାତା
  • ||

ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ, ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ

ଭୁବନେଶ୍ୱର,୦୫/୧୦: ରାଜଧାନୀରେ ଥମୁନି ଅପରାଧ । ଟ୍ରାନ୍ସପୋର୍ଟ ଟ୍ରକ୍ ଡ୍ରାଇଭରଙ୍କୁ ଖଣ୍ଡାରେ ଆକ୍ରମଣ କରିଲେ ୩ ଦୁର୍ବୃତ୍ତ । ଖଣ୍ଡା ଚୋଟରେ ଟ୍ରକ୍ ଚାଳକଙ୍କ କଟିଲା ହାତ । ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଟିଂ ଛକରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଟ୍ରକ୍‌ ଚଳାଇବା ବେଳେ ଗାଡିକୁ ଅଟକାଇ ଡ୍ରାଇଭରଙ୍କୁ ଖଣ୍ଡା ଚୋଟ ପକାଇଲେ ୩ ଦୁର୍ବୃତ୍ତ । ଏହି ଦୁର୍ଘଟଣାରେ ଟ୍ରାନ୍ସପୋର୍ଟ ଡ୍ରାଇଭରଙ୍କ ହାଟ କଟିଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଚନ୍ଦ୍ରଶେଖରପୁର ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପୋଲିସ ସହଞ୍ଚି ଟ୍ରକ୍‌ ଡ୍ରାଇଭରଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଇଥିଲେ । ତେବେ ଏହି ଆକ୍ରମଣର କାରଣ ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ । ଏଭଳି ଘଟଣା ଘଟାଇଥିବା ୩ ଜଣ ଅଭିଯୁକ୍ତଙ୍କୁ ଖୋଜି ଘଟଣାର ତଦନ୍ତ କରୁଛି ପୋଲିସ ।   

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.