ପ୍ରମୂଖ ଖବର
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ୪ ଡଙ୍ଗା; ୬ ଜଣ ଉଦ୍ଧାର ୨ ଗୁରୁତର

ଭୋଗରାଇ,୧୭/୧୦:  ଉଦୟପୁର-ତାଳସାରୀରେ ଉଚ୍ଚ ଜୁଆର ଫଳରେ ଭାଙ୍ଗିଲା ୪ ଟି ଡଙ୍ଗା । ମାଛ ଧରି ତାଳସାରିକୁ ଫେରୁଥିବା ବେଳେ ଡଙ୍ଗାକୁ ଡଙ୍ଗା ବାଡେଇ ହୋଇ ବୁଡ଼ିଗଲା ରାଜଲକ୍ଷ୍ମୀ ଡ଼ଙ୍ଗା । ଡଙ୍ଗାରେ ମାଛ ଧରିବାକୁ ଯାଇଥିବା ୬ ଜଣ ମତ୍ସ୍ୟଜୀବୀ ଉଦ୍ଧାର ହୋଇଥିବା ବେଳେ ୨ ଜଣ ଗୁରୁତର ଅବସ୍ଥାରେ ହସ୍ପିଟଲରେ ଭର୍ତ୍ତି ହୋଇଛନ୍ତି । ବାଲେଶ୍ୱର ଜିଲ୍ଲାରେ ଏହି ଅଘଟଣ ଘଟିଛି ।  

ସୂଚନା ମୁତାବକ, କିଛି ମତ୍ସ୍ୟଜୀବୀ ୪ ଟି ଡଙ୍ଗାରେ ସମୁଦ୍ର ଭିତରକୁ ମାଛ ଧରିବାକୁ ଯାଇଥିଲେ । ଏହି ସମୟରେ  ଉଚ୍ଚ ଜୁଆର ଆସିବା ଫଳରେ ଡଙ୍ଗାଗୁଡ଼ିକ ପରସ୍ପର ସହ ପିଟି ହୋଇ ଭାଙ୍ଗି ଯାଇଥିଲା । ସେଥି ମଧ୍ୟରୁ ରାଜଲକ୍ଷ୍ମୀ ନାମକ ଡଙ୍ଗା । ଡଙ୍ଗାଟି ଅନ୍ୟ ଡଙ୍ଗା ସହ ପିଟି ହୋଇ ବୁଡ଼ି ଯାଇଥିଲା । ଏହି ସମୟରେ ୬ ଜଣ ମତ୍ସ୍ୟଜୀବୀଙ୍କୁ ଓଡ୍ରାଫ ଟିମ୍‌ ଉଦ୍ଧାର କରିଥିଲା । ତନ୍ମଧ୍ୟରୁ ଦୁଇ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.