ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଆଜି ଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ବର,୨୬/୭ :  ଆଜି ଠୁ ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ସନ୍ଧ୍ୟା ୮ ଟାରେ ଦିଲ୍ଲୀ ଯାଇଛନ୍ତି ।  ଆସନ୍ତାକାଲି ନୀତି ଆୟୋଗ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ମଧ୍ୟ ନୀତି ଆୟୋଗ ବୈଠକରେ ଯୋଗଦେବେ । ପରବର୍ତ୍ତୀ ସମୟରେ ବିଜେପିର ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ବୈଠକ ରହିଛି ସେହି ବୈଠକରେ ମଧ୍ୟ ଯୋଗ ଦେବେ ମୋହନା ମାଝୀ । ଏହାସହ ରାଜ୍ୟର ବିଭିନ୍ନ ପ୍ରସଙ୍ଗକୁ ନେଇ ମଧ୍ୟ କେନ୍ଦ୍ରମନ୍ତ୍ରୀମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.