ପ୍ରମୂଖ ଖବର
  • ପୁରୀ : ପୁରୁଷୋତ୍ତମ ଏକ୍ସପ୍ରେସରୁ ୧୫୦ ଗୁଳି ଜବତ
  • ||
  • ଦେବଗଡ : ଯୁବତୀଙ୍କୁ ଟାଙ୍ଗିଆରେ ହାଣି ହତ୍ଯା
  • ||
  • ଭୁବନେଶ୍ୱର : ବିଷ ଇଞ୍ଜେକ୍ସନ ଦେଇ ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ: ୨ ଯୁବତୀଙ୍କ ସହ ଅଭିଯୁକ୍ତ ସ୍ୱାମୀ ଗିରଫ
  • ||
  • ସୂର୍ଯ୍ୟମନ୍ଦିରରେ ବଙ୍ଗୀୟ ପର୍ଯ୍ୟଟକ ଆହତ, ଦୀର୍ଘ ସମୟ ଧରି ଫାଟକ ବାହାରେ ଠିଆ ହୋଇ ରହିଲା ଆମ୍ବୁଲାନ୍ସ
  • ||
  • ବିହାରରେ ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ, ମୃତକଙ୍କ ପରିବାରକୁ ୬ଲକ୍ଷ ଟଙ୍କା ଆର୍ଥିକ ସହାୟତା ଘୋଷଣା
  • ||
  • ବଡ଼ବିଲ ଷ୍ଟେସନ ରୋଡ଼ରେ ଅଘଟଣ, ୧୧ କେଭି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଚାଲିଗଲା ଟେଣ୍ଟ କର୍ମଚାରୀଙ୍କ ଜୀବନ
  • ||
  • ବୌଦ୍ଧ : ବସ୍ ଭିତରୁ ଡ୍ରାଇଭରଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • କଟକ : କ୍ରାଇମବ୍ରାଞ୍ଚ ହାତରେ ସାଇବର ଠକ ରାକେଟ, ରାଜ୍ୟ ବାହାରୁ ୨୪ ଜଣ ଗିରଫ
  • ||
  • ମୁଣ୍ଡଳୀ ବ୍ରିଜ୍‌ରୁ ଡେଇଁ ନିଖୋଜ ହୋଇଥିଲେ ଯୁବକ, ମିଳିଲା ମୃତଦେହ
  • ||
  • ବାରିପଦା : କାର୍ଯ୍ୟରେ ଅବହେଳା ପରେ କଠୋର ପଦକ୍ଷେପ ନେଲେ ଜିଲ୍ଲାପାଳ, ୮୪୩ ଟ୍ୟାଗ୍ ଅଫିସର୍‌ଙ୍କ ଦରମା ବନ୍ଦ
  • ||
  • କେନ୍ଦୁଝର : ଅଷ୍ଟମ ବେତନ କମିଶନ ଓ ୟୁପିଏସକୁ ନେଇ ଶ୍ରମିକ ୟୁନିଅନର ସାଧାରଣ ସଭା ଅନୁଷ୍ଠିତ
  • ||
  • ବ୍ରହ୍ମପୁର : ଏମ୍‌କେସିଜି ମେଡିକାଲ କଲେଜ‌ରେ ରାଗିଂ ଘଟଣା: ମୁହଁ ଖୋଲିଲେ ଦ୍ଵିତୀୟ ବର୍ଷ ଛାତ୍ର
  • ||
  • ଗଜପତିରୁ ଗୋରୁ ବୋଝେଇ ଟ୍ରକ୍ ଜବତ, ଡ୍ରାଇଭର ଅଟକ
  • ||
  • କୁହୁଡିର ଧଳା ଚାଦର ତଳେ କେନ୍ଦୁଝର ସହର, ରାସ୍ତାରେ ଗାଡି ମୋଟର ଚଳାଚଳରେ ସମସ୍ୟା
  • ||
  • ବାଲିପାଟଣା : ଗୋମାଂସ ଚୋରା ଚାଲାଣ ବେଳେ ଗାଡି ଅଟକାଇଲେ ଲୋକେ, ୩ ବସ୍ତା ଗୋମାଂସ ଜବତ
  • ||
  • ସୁନ୍ଦରଗଡ଼ : କରମଡିହିରେ ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷ; ୫ ଜଣକୁ ନିର୍ମମ ହତ୍ୟା, ୪ ଗୁରୁତର
  • ||
  • ରାଜଧାନୀରେ ହତ୍ୟାକାଣ୍ଡ: ମାଛ ଖାଇବାକୁ ନଦେବାରୁ ଗଡିଲା ମୁଣ୍ଡ, ସହକର୍ମୀଙ୍କୁ ପନିକିରେ ହାଣିଲା ଦୁର୍ବୃତ୍ତ
  • ||

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୬।୯ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ପଡୋଶୀ ସୁକୁମା ଜିଲ୍ଲା ପୁଲିସ ନିକଟରେ ୪ ଜଣ ଦୁର୍ଦାନ୍ତ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ଙ୍କ ମୁଣ୍ଡ ଉପରେ ଏଲ ଲକ୍ଷଟଙ୍କା ର ପୁରସ୍କାର ରାଶି ଘୋଷିତ ହୋଇଥିଲା। ଏହି ମାଓବାଦୀ ମାନେ ସୀମାନ୍ତ ସୁକୁମା ଜିଲ୍ଲାର ଚିନ୍ତାଗୁମ୍ପା ଦଲମ ରେ କାର୍ଯ୍ୟକରୁଥିଲେ। ସମସ୍ତ ଆତ୍ମସମର୍ପଣ କରିଥିବା ନକ୍ସଲ ସଦସ୍ୟମାନେ ନକ୍ସଲ ସଂଗଠନରେ ୪ ରୁ୫ ବର୍ଷଧରି କାର୍ଯ୍ୟ କରୁଥିଲେ।

 ଛତିଶଗଡ ରାଜ୍ୟ ବିକାଶ ତଥା ନିରାପତ୍ତା ଭାବନା ତଥା ସୁକମା ପୋଲିସ୍ ଦ୍ୱାରା ପରିଚାଳିତ "ପୁନା ନାର୍କମ୍ ଅଭିଯାନ" (ନୂତନ ସକାଳ - ନୂତନ ଆରମ୍ଭ)ଯୋଜନା ଦ୍ୱାରା ସରକାରଙ୍କ "ଛତିଶଗଡ ନକ୍ସଲବାଦ ବିଲୋପ ନୀତି" ଅଧୀନରେ ଆତ୍ମସମର୍ପଣ କରିଛନ୍ତି। ଚିନ୍ତାଗୁମ୍ଫା ମାଓବାଦୀ ଦଲମ ଏରିଆ କମାଣ୍ଡର  ଏକ ଲକ୍ଷଟଙ୍କା ପୁରସ୍କାର ଘୋଷିତ କାର୍ତ୍ତମ ସୁବାକା,ମାଓବାଦୀ ଦଲମ ସଦସ୍ୟ ମାଡ଼ବି କାମା, କବାସୀ ପାଣ୍ଡୁ,ମାଡ଼ବି ମାଡ଼କାମ   ସୁକମା ଜିଲ୍ଲା ପୁଲିସ କାର୍ଯ୍ୟାଳୟ ଠାରେ ଡିଏସପି ରଜତ ନାଗ ଙ୍କ ନିକଟର  ଆତ୍ମସମର୍ପଣ କରି ମୁଖ୍ୟସ୍ରୋତ ରେ ସାମିଲ ହୋଇଛନ୍ତି। ସରକାରଙ୍କ ପୁନର୍ବାସ ଯୋଜନା ଅଧୀନରେ ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କୁ ସହାୟତା ଏବଂ ଅନ୍ୟାନ୍ୟ ସୁବିଧା ଯୋଗାଇ ଦିଆଯିବ ବୋଲି ପୁଲିସ ସୂଚନା ଦେଇଛି।

ଆହୁରି ପଢନ୍ତୁ : ପୂଜା ଚାନ୍ଦାକୁ ନେଇ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ , ୩ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.