ପ୍ରମୂଖ ଖବର
  • ସୁନ୍ଦରଗଡ : ଟାଙ୍ଗିଆରେ ହାଣି ଅଙ୍ଗନବାଡି କର୍ମୀଙ୍କୁ ହତ୍ୟା
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ିରେ ମିଳୁନାହିଁ ରନ୍ଧା ଖାଦ୍ୟ, କର୍ମୀଙ୍କ ବିରୁଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି
  • ||
  • କନ୍ଧମାଳ : ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ତଦନ୍ତ ପାଇଁ ମାଣ୍ଡିପଙ୍କାରେ ପହଞ୍ଚିଲେ ଦକ୍ଷିଣାଞ୍ଚଳ ଆରଡିସି
  • ||
  • ଦେବଗଡ଼ : ତିନି ଗାଡି ସହ ବିପୁଳ ପରିମାଣର ଗଞ୍ଜେଇ ଜବତ, ୪ ଅଟକ
  • ||
  • ନୀଳଗିରି : ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ସିରିଜ୍‌ ଚୋରି, ତାଲାଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ଜିନିଷ
  • ||
  • କାମାକ୍ଷାନଗର : ଗାଧୋଇବା ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ବୁଡ଼ି ଶ୍ରମିକଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ଡାକ୍ତରଙ୍କ ଦାଦାଗିରି, ରୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ ଉଦ୍ୟମ
  • ||
  • ଭୁବନେଶ୍ୱର : ସ୍ତ୍ରୀଙ୍କୁ ଆନେସ୍ଥେସିଆ ଦେଇ ହତ୍ୟା ଘଟଣା, ମୁଖ୍ୟ ଅଭିଯୁକ୍ତ ପ୍ରଦ୍ୟୁମ୍ନକୁ ରିମାଣ୍ଡରେ ନେବ ପୋଲିସ
  • ||
  • କେନ୍ଦୁଝର ସରକାରୀ ଡିଗ୍ରୀ ଇଞ୍ଜିନିୟରିଙ୍ଗ୍ କଲେଜରେ ରାଗିଂ ଅଭିଯୋଗ, ଛାତ୍ର ଗୁରୁତର
  • ||
  • ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ରେଡ୍‌, ଏକକାଳୀନ ୬ଟି ସ୍ଥାନରେ ଚଢାଉ
  • ||
  • ପୁରୁଷୋତ୍ତମପୁର : ତାରା ତାରିଣୀ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ସହ ହୁଣ୍ଡିରୁ ଦାନ ଅର୍ଥ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସମ୍ୱଲପୁର : ନିଆଁରେ ପୋଡ଼ି ହୋଇ ମା' ଓ ଝିଅ ଜୀବନ୍ତ ଦଗ୍ଧ, କାରଣ ଅସ୍ପଷ୍ଟ
  • ||
  • କୋଣାର୍କ : ଗଛରେ ପିଟି ହେଲା କାର୍‌; ୨ ମୃତ, ଜଣେ ଗୁରୁତର
  • ||

ବାତ୍ୟା କ୍ଷୟକ୍ଷତି ସହାୟତା ପାଇଁ ୪୨୩ କୋଟି ଟଙ୍କା ପ୍ରଦାନ

ଭୁବନେଶ୍ବର,୬।୧୧: ବାତ୍ୟା ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ ଅନୁଯାୟୀ ୪୨୩ କୋଟି ୫୫୩ ଲକ୍ଷ ଟଙ୍କା କ୍ଷତିଗ୍ରସ୍ତ ଜିଲାଙ୍କୁ ପ୍ରଦାନ କରାଯାଇଛି। ୭ ଦିନ ଭିତରେ କ୍ଷୟକ୍ଷତି ଟଙ୍କା ଜିଲ୍ଲାପାଳ ଦେବେ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି। 

ବିଭିନ୍ନ ଜିଲ୍ଲା ଓ ବିଭାଗରୁ ବାତ୍ୟା ଦାନା କ୍ଷୟକ୍ଷତିର ଆକଳନ କରାଯାଇ ଚୂଡାନ୍ତ ରିପୋର୍ଟ ଦିଆଯାଇଛି। ଓଡ଼ିଶାରେ ସାମଗ୍ରିକ ଭାବେ ଫସଲ, ଘର ଏବଂ ବିଭିନ୍ନ ବିଭାଗର ଚୂଡାନ୍ତ ଆକଳନ ଅନୁଯାୟୀ  ବାତ୍ୟାରେ ୬୧୬ କୋଟି ୧୯ ଲକ୍ଷ ୩୦ ହଜାର ଟଙ୍କା କ୍ଷୟକ୍ଷତି ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.