ଭୁବନେଶ୍ବର : ରାଜଧାନୀ ରାଜରାସ୍ତାରେ ବେପରୁଆ ଗାଡି ଚଳାଇବା ଘଟଣା । ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କମିସନରେଟ୍ ପୋଲିସ। ଏହି ଘଟଣାରେ ୨ଟି କାର୍ ମଧ୍ୟ ଜବତ କରିଛି ପୋଲିସ । ଘଟଣାରେ ସାମିଲ ଥିବା ଅନ୍ୟ ଅଭିଯୁକ୍ତ ମାନଙ୍କୁ ବିଭିନ୍ନ ଜାଗାରେ ଖୋଜୁଛି ପୋଲିସ । ରାମ ମନ୍ଦିରରୁ ରୁପାଲି ଛକ ପର୍ଯ୍ୟନ୍ତ ବେପରୁଆ ଭାବେ ଗାଡି ଚଲାଉ ଥିବାର ଏକ ଭିଡ଼ିଓ ଭାଇରାଲ ହୋଇଥିଲା। ଏହି ଭିଡିଓକୁ ଆଧାରକରି ତଦନ୍ତ କରିଥିଲା ପୋଲିସ ।
‘ଗୋଟିଏ ରାଷ୍ଟ୍ର-ଗୋଟିଏ ନିର୍ବାଚନ’କୁ AIMIM ମୁଖ୍ୟ ଅ...