ପ୍ରମୂଖ ଖବର
  • ନାଗପୁର-ମୁମ୍ବାଇ ଏକ୍ସପ୍ରେସୱେରେ ଭୟଙ୍କର ସଡ଼କ ଦୁର୍ଘଟଣା, ୭ ମୃତ, ୩ ଗୁରୁତର...
  • ||
  • ପୁଣି ବଢିଲା କେଜ୍ରିଓ୍ବାଲଙ୍କ ଅଡୁଆ, ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଲେ ସିବିଆଇ ସ୍ବତନ୍ତ୍ର କୋର୍ଟ...
  • ||
  • ନିଅଣ୍ଟିଆ ସ୍ଥିତିରେ ହୀରାକୁଦ ଜଳସ୍ତର, ଗତବର୍ଷଠାରୁ ୭ ଫୁଟ୍‌ ପାଣି କମ୍‌
  • ||
  • ୟୁଜିସି ନେଟ୍‌ ତାରିଖ ଘୋଷଣା କଲା ଏନ୍‌ଟିଏ, ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ମଧ୍ୟରେ ପରୀକ୍ଷା
  • ||
  • ଅମରନାଥ ଯାତ୍ରା ଆରମ୍ଭ, ଅଗଷ୍ଟ ୧୯ ଯାଏ ଚାଲିବ, ପ୍ରଥମେ ଗଲେ ୪ ହଜାରରୁ ଅଧିକ ଯାତ୍ରୀ
  • ||
  • ବାରବାଡୋସ୍‌ରେ ଭାରତ-ଦକ୍ଷିଣ ଆଫ୍ରିକା ଫାଇନାଲ୍‌ ଫାଇଟ୍,ସଫଳ ହେବ ୧୭ ବର୍ଷର ଅପେକ୍ଷା
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଡକାୟତି ଉଦ୍ୟମ ବେଳେ ୫ ଆନ୍ତଃରାଜ୍ୟ ଡକାୟତ ଗିରଫ

ନୂଆପଡ଼ା, ୩୦।୪ : ନୂଆପଡ଼ା ଜିଲ୍ଲା ଖରିଆର ରୋଡ଼ ଜୋଙ୍କ ପୋଲିସକୁ ବଡ଼ ସଫଳତା । ଡକାୟତି ଉଦ୍ୟମ ବେଳେ ୫ ଆନ୍ତଃରାଜ୍ୟ ଡକାୟତ ଗିରଫ । ସମସ୍ତେ ପଡ଼ୋଶୀ ଛତିଶଗଡ଼ ରାଜ୍ୟ ମହାଶମୁନ୍ଦ ଜିଲ୍ଲା ବାଗବାହାରା ଥାନା ପୋତାରପାରାର ବୋଲି ଜଣପଡ଼ିଛି । ସେମାନଙ୍କ ପାଖରୁ ୩ଟି ଧରୁଆ ଅସ୍ତ୍ର, ଦୁଇ ମୋବାଇଲ ସହ ଗୋଟିଏ ଦେଶୀ ପିସ୍ତଲ ଜବତ କରିଛି ଜୋଙ୍କ ପୋଲିସ । ଜୋଙ୍କ ନଦୀ ପାଖରେ ଥିବା ଶାନ୍ତି ଉଦ୍ୟାନଠାରେ କଡ଼ା ଯୁକ୍ତି ତର୍କ ସହ ଡକାୟତି ଉଦ୍ୟମ କରୁଥିବା କୌଣସି ସୂତ୍ରରୁ ଖବର ପାଇ ଜୋଙ୍କ ପୋଲିସର ଏକ ଟିମ୍ ଚଢ଼ାଉ କରି ଡକାୟତଙ୍କୁ କାବୁ କରିବାରେ ସଫଳ ହୋଇଛି । ଘଟଣାର ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ଜୋଙ୍କ ଥାନା ଅଧିକାରୀ ଗୁରୁଦେବ କର୍ମୀ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.