ପ୍ରମୂଖ ଖବର
  • ଗଞ୍ଜାମ : ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ସବ୍‌ରେଜିଷ୍ଟର୍‌, ୨ଟି ସ୍ଥାନରେ ଏକକାଳୀନ ଚଢାଉ
  • ||
  • ରାଜଧାନୀରେ ମାତାଲ ଯୁବତୀଙ୍କ ହାଇଡ୍ରାମା, ୨ ଘଣ୍ଟା ନାକେଦମ୍‌ ହେଲେ ହର୍‌ ଟିମ୍‌
  • ||
  • ବିଶ୍ୱ ବଜାର ଉପରେ ଶୁଳ୍କ ଯୁଦ୍ଧ ପ୍ରଭାବ, ୪ ମାସରେ ୧ ଟ୍ରିଲିୟନ ଡଲାର ସ୍ୱାହା
  • ||
  • ମାଲକାନଗିରି : ସୁରକ୍ଷାବାହିନୀକୁ ବଡ଼ ସଫଳତା, ୧୭ ମାଓବାଦୀଙ୍କ ଆତ୍ମସମର୍ପଣ
  • ||
  • କୋରାପୁଟ : ବେଆଇନ୍‌ ମଦ ଭାଟିରେ ଅବକାରୀ ଚଢ଼ାଉ: ବିପୁଳ ପରିମାଣର ଦେଶୀ ମଦ ଜବତ, ବ୍ୟବସାୟୀ ଚମ୍ପଟ
  • ||
  • ମାଲକାନଗିରି : ବନ୍ଧୁ ମିଳନରେ ଜମିଲା ଭୋଜି ଭାତର ଆସର, ବିଷାକ୍ତ ଛତୁ ଏବଂ ପନିର୍ ଖାଇ ୨୨ ଅସୁସ୍ଥ
  • ||
  • ମହିଳା ପ୍ରିମିୟର ଲିଗ୍‌ ୨୦୨୫: ଫାଇନାଲ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ-ମୁମ୍ବାଇ ଇଣ୍ଡିଆନ୍ସ, ଶନିବାର ହେବ ଟକ୍କର
  • ||
  • କଳିଙ୍ଗା ଘାଟିରେ ଓଲଟିଲା ଘରୋଇ ବସ୍: ୭ ଆହତ, ଜଣେ ଗୁରୁତର
  • ||
  • କାନାଡାର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ମାର୍କ କାର୍ଣ୍ଣି
  • ||
  • ସାଲିଆସାହିରେ ଚାଲିଥିଲା ବେଆଇନ୍‌ ଦେଶୀ ମଦ କାରବାର, ଚଢାଉ କଲା ଅବକାରୀ ବିଭାଗ, ୮ ଗିରଫ
  • ||
  • ରାଜଧାନୀ ଉପକଣ୍ଠରେ ରକ୍ତର ହୋଲି ଖେଳିଲେ ଆକ୍ରମଣକାରୀ: ଖଣ୍ଡାଚୋଟରେ ଯୁବକ ମୃତ, ମା, ସାଙ୍ଗ ଗୁରୁତର
  • ||
  • ଭୁବନେଶ୍ୱର : ସୂର୍ଯ୍ୟନଗରରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ
  • ||
  • ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା ନୀତି, ରତ୍ନ ସିଂହାସନ ଶ୍ରୀବିଗ୍ରହଙ୍କ ସୁନାବେଶ ଦର୍ଶନ କରିବେ ଭକ୍ତ
  • ||
  • ଦୋଳ, ହୋଲିରେ ନାକେଦମ କରିବ ଗରମ, ୧୭ ଯାଏ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରକୋପ; ଆଜି ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

୫କୁଇଣ୍ଟାଲ ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

Published By : Prameya | March 14, 2025 9:40 PM

ବାଉଁଶୁଣୀ, ୧୪/୩ : ବାଉଁଶୁଣୀ ପୋଲିସ୍ ପକ୍ଷରୁ ବହିରା ଗ୍ରାମ ନିକଟରୁ ୫କୁଇଣ୍ଟାଲ ଗଞ୍ଜେଇକୁ ଜବତ କରିଥିବା ସୂଚନା ମିଳିଛି । ସୂଚନା ଅନୁସାରେ ଶୁକ୍ରବାର ସକାଳେ ବିଶ୍ୱସ୍ତ ସୂତ୍ରରୁ ଗଞ୍ଜେଇ ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବା ଖବରପାଇ ବାଉଁଶୁଣୀ ପୋଲିସ୍ ବହିରା ଗ୍ରାମ ନିକଟରେ ଚଢଉ କରିଥିଲା l 

ଚାଲାଣ ପାଇଁ ସେଠାରେ ପ୍ରସ୍ତୁତି ଚାଲିଥିବାବେଳେ ପୋଲିସକୁ ଦେଖି ଚାଲାଣକାରୀମାନେ ଫେରାର ହୋଇଯାଇଥିଲେ l ସେଠାରୁ ମିଳିଥିବା ଗଞ୍ଜେଇକୁ ମାଜିଷ୍ଟ୍ରେଟଙ୍କ ସାମ୍ନାରେ ଓଜନ କରାଯିବାରୁ ତାହା ୫କୁଇଣ୍ଟାଲ ହୋଇଥିଲା । ଏ ସମ୍ପର୍କରେ ବାଉଁଶୁଣୀ ଥାନାରେ କେଶ ନଂ ୪୪/୨୫ରେ NDPS ଆକ୍ଟରେ ଏକ ମାମଲା ରୁଜ୍ଜୁ କରି ତଦନ୍ତ ଚାଲିଥିବା ଆଇଆଇସି ଅଞ୍ଜଳି ବିଶ୍ୱାଳ ସୂଚନା ଦେଇଛନ୍ତି l  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.