ପ୍ରମୂଖ ଖବର
  • କୁମ୍ଭମେଳା ଦେଖି ଫେରୁଥିବାବେଳେ କାର-ଟ୍ରକ୍ ଧକ୍କା, ୬ ଜଣଙ୍କର ଚାଲିଗଲା ଜୀବନ
  • ||
  • ବିଧାନସଭାରେ କିଟ୍ ଛାତ୍ରୀ ଆତ୍ମହତ୍ୟା ପ୍ରସଙ୍ଗ : ଘୁଞ୍ଚିବ ସେମିଷ୍ଟର ପରୀକ୍ଷା, ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ସରକାର
  • ||
  • କନ୍ଧମାଳରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
  • ||
  • ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା, ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା
  • ||
  • ଜୟପୁର : ବେଆଇନ ମାଟି ଇଟା ଭାଟି ଉପରେ କାର୍ଯ୍ୟାନୁଷ୍ଠାନ, ଏକାଧିକ ଇଟା ଭାଟି ଭାଙ୍ଗିଲା ଜିଲ୍ଲା ପ୍ରଶାସନ
  • ||
  • ଭୁବନେଶ୍ୱର : ଗ୍ରୀନ୍‌ ଟ୍ରେଣ୍ଡ୍‌ସ ପାର୍ଲରରେ ଅଗ୍ନିକାଣ୍ଡ, ନିଆଁ ଲାଗି ଲକ୍ଷାଧିକ ଟଙ୍କାର ପାର୍ଲର ସାମଗ୍ରୀ ପାଉଁଶ
  • ||
  • ବାଲେଶ୍ୱର : ବେଆଇନ୍ ବାଲି ଚାଲାଣ ବେଳେ ଚଢାଉ, ୮୦ରୁ ଉର୍ଦ୍ଧ୍ୱ ହାଇୱା ଜବତ
  • ||
  • କଟକ : ଶତାଧିକ ଲିଟର କଫ୍‌ ସିରପ୍‌ ଜବତ, ଜଣେ ଗିରଫ
  • ||
  • ଖାକିରେ କଳଙ୍କ: ସାହାଯ୍ୟ କରିବା ବାହାନାରେ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ, ଏଏସ୍‌ଆଇ ଗିରଫ
  • ||
  • କେନ୍ଦ୍ରାପଡ଼ା : ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯିବାବେଳେ ଓଲଟିଲା ବୋଲେରୋ, ୧୧ ଆହତ
  • ||
  • ବାଲିପାଟଣା: ପ୍ରେମିକ ଘର ଆଗରେ ଫିନାଇଲ୍ ପିଇଦେଲା ପ୍ରେମିକା, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚାମ୍ପିଅନ୍ସ ଟ୍ରଫି ୨୦୨୫: ଆଜି ଆଫଗାନିସ୍ତାନକୁ ଭେଟିବ ଦକ୍ଷିଣ ଆଫ୍ରିକା, ଦେଖିବାକୁ ମିଳିବ କଡ଼ା ଟକ୍କର
  • ||
  • ବାଲେଶ୍ୱର : ଅଧାରେ ରହିଗଲା ଭବିଷ୍ୟତ: ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଛାତ୍ର
  • ||
  • ଭୂକମ୍ପ ଝଟକାରେ ଥରିଲା ଆଣ୍ଡାମାନ ଏବଂ ନିକୋବର ଦ୍ବୀପ, ରେକ୍ଟର ସ୍କେଲରେ ୫.୨ ତୀବ୍ରତା ରେକର୍ଡ
  • ||
  • ଶ୍ରୀଜିଉଙ୍କ ନିକଟର ଲାଗି ହେଲା 'ଅମୃତ ଅନ୍ନ', ୫ ପ୍ରକାର ଜୈବିକ ଚାଉଳ ପ୍ରସ୍ତୁତ
  • ||
  • ଦୁର୍ଗାପୁର ଏକ୍ସପ୍ରେସୱେରେ ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ଦାଦା
  • ||
  • ରାଜ୍ୟରେ ଆଜିଠୁ ମାଟ୍ରିକ୍‌ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା, କପି ରୋକିବାକୁ ୪ ସ୍ତରୀୟ ସ୍ବାର୍ଡ ବ୍ୟବସ୍ଥା
  • ||
  • ରାଜ୍ୟରେ ଆସନ୍ତା ୨୪ ଯାଏ ବର୍ଷା ସମ୍ଭାବନା, ପବନ ଏବଂ କୁଆପଥର ମାଡ଼ ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ବାତ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ ୬ ଲକ୍ଷ ଟଙ୍କା ବ୍ୟୟ ବରାଦ ; ସୁରେଶ ପୂଜାରୀ

Published By : prameya | February 20, 2025 11:59 AM

ଭୁବନେଶ୍ବର ,୨୦/୦୨:  ଚଳିତ ବର୍ଷ ୮୧୨ ଟି ବହୁମୁଖୀ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ ନିଷ୍ପତି ନେଇଛନ୍ତି ସରକାର । ପ୍ରତି ବାତ୍ୟା ଆଶ୍ରୟସ୍ଥଳୀ ମରାମତି ପାଇଁ ୬ ଲକ୍ଷ ଟଙ୍କା ବ୍ୟୟ ବରାଦ କରାଯାଇଛି । ଆଉ ଏଥିପାଇଁ ୪୮ କୋଟି ୭୨  ଲକ୍ଷ ଟଙ୍କା ଖର୍ଚ୍ଚ କରିବେ ସରକାର ।

ଏହା ମଧ୍ୟ ପଢନ୍ତୁ-  ଶ୍ରୀମନ୍ଦିର ଚାରିପାର୍ଶ୍ୱରେ ୨୦୦ ସିସି କ୍ୟାମେରା, ବର୍ଷେ ଡେଇଁବ କାର୍ଯ୍ୟକ୍ଷମ ହେଲାନି...

ସେହିପରି  ଅନେକ ବାତ୍ୟା ଆଶ୍ରୟସ୍ଥଳୀର କାମ ମଧ୍ୟ ଆରମ୍ଭ ହୋଇଯାଇଛି । ରାଜ୍ୟରେ ବର୍ତ୍ତମାନ ୯୦୯ ଟି ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ରହିଛି । ସେଥିରୁ ୬୦୦ଟି ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ଓ ୩୦୯ଟି ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ରହିଛି । ଏନେଇ ପ୍ରଶ୍ନକାଳ ଆଲୋଚନା ବେଳେ ବିଜେଡ଼ି ବିଧାୟକ ସାରଦା ଜେନାଙ୍କ ତାରକା ଚିହ୍ନିତ ପ୍ରଶ୍ନର ଉତ୍ତର ରଖି ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.