ପ୍ରମୂଖ ଖବର
  • ବଢିଲା ବିଜୟ ମାଲ୍ୟାଙ୍କ ଅଡୁଆ, ଏନ୍‌ବିଡବ୍ଲୁ ଜାରି କଲେ ସିବିଆଇ କୋର୍ଟ
  • ||
  • ୟୁରୋ କପ୍ ୨୦୨୪: ବେଲଜିୟମ୍‌ ସ୍ୱପ୍ନ ଧୂଳିସାତ୍‌, ଭର୍ତୋଙ୍ଗେନଙ୍କ ଆତ୍ମଘାତୀ ଗୋଲ୍‌ ବଳରେ କ୍ୱାର୍ଟରରେ ଫ୍ରାନ୍ସ
  • ||
  • ଚଳିତ ମାସ ୧୨ ଦିନ ବ୍ୟାଙ୍କ ବନ୍ଦ, କେବଳ ଅନ୍‌ଲାଇନରେ ବ୍ୟାଙ୍କ ସେବା ପାଇପାରିବେ ଗ୍ରାହକ
  • ||
  • ରଥଯାତ୍ରା ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ, ଆଜି ଟାଉନ୍‌ ହଲ୍‌ରେ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ||
  • ୟୁରୋ କପ୍: ବେଲଜିୟମକୁ ହରାଇ କ୍ୱାର୍ଟରରେ ଫ୍ରାନ୍ସ,, ସ୍ଲୋଭେନିଆକୁ ହରାଇ କ୍ୱାର୍ଟରରେ ପର୍ତ୍ତୁଗାଲ୍‌
  • ||
  • ବଡ଼ଦେଉଳରେ ଖଳିଲାଗି ଏକାଦଶୀ ନୀତି: ରକ୍ତ ବସ୍ତ୍ର ଓ ତୁଳସୀ ଲାଗି ହେବେ ଦାରୁବ୍ରହ୍ମ, ବାଜିବ ବିଜେ କାହାଳୀ
  • ||
  • ଜୁଲାଇରେ ସ୍ୱାଭାବିକଠାରୁ ଅଧିକ ବର୍ଷା ଆଶା, ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||

ଜମିବାଡ଼ି ବିବାଦକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ : ୭ ଆହତ

ଭଦ୍ରକ,୨୪।୬ :  ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧିନସ୍ଥ ଜଳମଣ୍ଡୁଆ ପଂଚାୟତ ପଦୀ ନାରାୟଣପୁରରେ ଜମିବାଡ଼ି ବିବାଦକୁ ନେଇ ତୁମୁଳକାଣ୍ଡ । ଉଭୟ ପକ୍ଷ ମୁହାଁମୁହିଁ   ହୋଇ ୭ ରୁ ଅଧିକ ଗୁରୁତର ହୋଇଛନ୍ତି । 

ଭଦ୍ରକ ଜିଲ୍ଲା ଧାମନଗର ଥାନା ଅଧିନସ୍ଥ ଜଳମଣ୍ଡୁଆ ପଂଚାୟତ ପଦୀ ନାରାୟଣପୁରରେ ପୂର୍ବ ଶତ୍ରୁତାକୁ ନେଇ ଗଣ୍ଡଗୋଳ ହୋଇଛି ।  ଦୁଇ ପକ୍ଷ ମଧ୍ୟରେ ମାଡ଼ପିଟ ହୋଇ  ୬ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି।  ଗୁରୁତରମାନଙ୍କୁ ଧାମନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି ହୋଇଛନ୍ତି ।   ଗ୍ରାମବାସୀ ଙ୍କ ଦ୍ୱାରା ଦୁଇ ଜଣ ବାହାର ଗାଁର ଆକ୍ରମଣକାରୀ ଅଟକ ଥିବା ବେଳେ ପୋଲିସ ଦୁଇ ଜଣ ଙ୍କୁ ଅଟକ ରଖିଛି । ଏହି ଘଟଣା ପରେ ଗ୍ରାମରେ ଉତ୍ତେଜନା ଦେଖାଦେଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.