ପ୍ରମୂଖ ଖବର
  • ବ୍ରହ୍ମପୁର, : ଲାଞ୍ଜିପଲ୍ଲୀ ଜେଲ ଗେଟ୍ ନିକଟରୁ ୩ ବୋମା ଜବତ
  • ||
  • କୋଏଲ ନଦୀରେ ବୁଡି ଛାତ୍ର ମୃତ
  • ||
  • ଭିଜିଲାନ୍ସ ଜାଲରେ ପୁଣି ଜଣେ ଯନ୍ତ୍ରୀ, ୧୦ ହଜାର ଲାଞ୍ଚ ନେବା ବେଳେ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କୁ ଧରିଲା ଭିଜିଲାନ୍ସ ଟିମ୍
  • ||
  • ଆସନ୍ତା ୧୯ରୁ ହାଇକୋର୍ଟଙ୍କ ଗ୍ରୀଷ୍ମ ଅବକାଶ, ୮ ଦିନ ବସିବ ଅବକାଶକାଳୀନ ଅଦାଲତ
  • ||
  • ଆସନ୍ତା ୩୧ରେ ଆଇଟିଆଇ ନାମଲେଖା ଆବେଦନ ଶେଷ, ଜୁନ୍‌ ୬ରେ ପ୍ରଥମ ମେଧା ତାଲିକା
  • ||
  • ନିଶ୍ଚିନ୍ତକୋଇଲି ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍‌ ରାଜନୀତି, ୩୦ରେ ଆସ୍ଥା ପ୍ରମାଣିତ କରିବେ ରୋଜି
  • ||
  • ଯାଜପୁରରେ ଟାଟା କରିବ ୬୩ ହଜାର କୋଟିର ପ୍ରକଳ୍ପ, ୩୪ ହଜାର ଲୋକଙ୍କୁ ମିଳିବ ନିଯୁକ୍ତି
  • ||
  • କନ୍ଧମାଳ : ଗାଧେଇବା ବେଳେ ଅଘଟଣ, ପୋଖରୀରେ ବୁଡି ଶିଶୁ ମୃତ
  • ||
  • କେନ୍ଦୁଝର : ନଦୀରେ ବୁଡି ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ପାଇଁ ସ୍ଥାନୀୟଲୋକଙ୍କ ଦାବି
  • ||
  • Operation Sindoor; ଖୋଲିବ ପାକିସ୍ତାନ ପୋଲ୍, ୭ ସାଂସଦଙ୍କୁ ନେଇ ସର୍ବଦଳୀୟ ଟିମ୍‌ ଗଠନ
  • ||
  • ନୂଆପଡ଼ା: ଜୁଆ ଆଡ୍ଡା ଉପରେ ଚଢ଼ାଉ ବେ​‌ଳେ​‌ ୧୫ ଗିରଫ, ୨୭ ହଜାରୁ ଉର୍ଦ୍ଧ୍ୱ ଟଙ୍କା ଜବତ
  • ||
  • ବରଗଡ଼: ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • ଗଞ୍ଜାମ : ସିନ୍ଦୂରାପଲ୍ଲୀରେ ବୁଲିଲା ଖଣ୍ଡା ଏବଂ ଠେଙ୍ଗା, ୨୦ରୁ ଉର୍ଦ୍ଧ୍ୱ ଆହତ
  • ||
  • କଟକ: ବିସ୍କୁଟ୍ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ, କୋଟିଏ ଟଙ୍କାର କ୍ଷୟକ୍ଷତି, ବହୁ ଅତ୍ୟାଧୁନିକ ମେସିନ୍ ପୋଡ଼ି ପାଉଁଶ
  • ||
  • ଉପକୂଳରେ କଲବଲ କରୁଛି ଅସମ୍ଭାଳ ଗୁଳୁଗୁଳି, ୫ ଦିନ ଯାଏଁ ନିସ୍ତାର ନାହିଁ
  • ||
  • ଅନୁପ ଶତପଥି ହେଲେ ବରଗଡ ଜିଲ୍ଲା ଅଦାଲତର ଭାରପ୍ରାପ୍ତ ପିପି
  • ||
  • କଟକ : ଧାନ ବିଲକୁ ଯାଇଥିଲେ ବୃଦ୍ଧ, ବିଦ୍ୟୁତ ଆଘାତରେ ଚାଲିଗଲା ଜୀବନ
  • ||
  • କେନ୍ଦୁଝର : ହାଇୱାକୁ ପଛରୁ ପିଟିଲା ମିନି ଟ୍ରକ୍‌, ଦୁଇ ଗୁରୁତର
  • ||
  • ସମ୍ବଲପୁର: ତପସ୍ବନୀ ଏକ୍ସପ୍ରେସ୍‌କୁ ପଥର ମାଡ଼, ଭାଙ୍ଗିଲା ଟ୍ରେନ୍ କାଚ୍
  • ||
  • ରାତି ୨ଟା ୩୦ରେ ମୁନିର ଫୋନ୍ କରିଥିଲେ; କହିଲେ ଭାରତ ହମଲା କରିଦେଲା...ନୂର ଏୟାରବେସ୍‌ରେ ମିସାଇଲ ମାଡ଼କୁ ମାନିଲେ ଶେହବାଜ
  • ||
  • ରବିବାର ଇସ୍ରୋର ୧୦୧ତମ ଉତ୍‌କ୍ଷେପଣ, ଶ୍ରୀହରିକୋଟାରୁ ଲଞ୍ଚ୍‌ ହେବ ଇସ୍ରୋର ଇଓଏସ୍‌-୯ ମିଶନ
  • ||
  • IPL 2025: ୧୦ ଦିନ ପରେ ଫେରିଲା ଫଟାଫଟ୍ କ୍ରିକେଟ୍, ଆଜି ରୟାଲ ଚ୍ୟାଲେଞ୍ଜର୍ସକୁ ଭେଟିବ ନାଇଟ୍‌ ରାଇଡର୍ସ
  • ||
  • ଭୁବନେଶ୍ୱର : ବାଇକ୍‌ରେ ଆସି କାର୍‌ କାଚ ଭାଙ୍ଗିଲେ ଦୁର୍ବୃତ୍ତ, ଅଭିଯୁକ୍ତ ଫେରାର
  • ||
  • ବାସୁଦେବପୁର : ଭୋଜି ଖାଇ ଫେରିବା ବେଳେ ଓଲଟିଲା ଚାରି ଚକିଆ ଗାଡି, ୧୦ରୁ ଉର୍ଦ୍ଧ୍ଵ ଗୁରୁତର
  • ||
  • ମେ' ୨୦ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷା ଫଳ, ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରକ୍ରିୟା
  • ||

ଆହାର କେନ୍ଦ୍ର ବୁଲିଲେ ୭୬OAS ଅଧିକାରୀ ପ୍ରଶିକ୍ଷାର୍ଥୀ

Published By : Prameya | May 17, 2025 4:09 PM

ଭୁବନେଶ୍ୱର, ୧୭/୫ : ଆହାର କେନ୍ଦ୍ରରେ ଭାତ, ଡାଲମା ଖାଇଲେ ୭୬ଜଣ ଓଏଏସ (OAS) ଅଧିକାରୀ ପ୍ରଶିକ୍ଷାର୍ଥୀ l ସେମାନଙ୍କର ପ୍ରେରଣା ତାଲିମର ଅଂଶ ସ୍ୱରୂପ ଆଜି ସେମାନେ ଭୁବନେଶ୍ୱରର ବାରମୁଣ୍ଡାସ୍ଥିତ ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲରେ ଥିବା ଆହାର କେନ୍ଦ୍ର ପରିଦର୍ଶନ କରିଥିଲେ l ସେମାନେ କେବଳ ସେଠାକାର ଆହାର କେନ୍ଦ୍ରରେ ଦିଆଯାଉଥିବା ପୁଷ୍ଟିକର ଏବଂ ସୁଲଭ ଖାଦ୍ୟକୁ ଉପଭୋଗ କରିନଥିଲେ ବରଂ କେନ୍ଦ୍ରକୁ ଯତ୍ନ ଏବଂ ପ୍ରତିବଦ୍ଧତାର ସହିତ ପରିଚାଳନା କରୁଥିବା ଉତ୍ସର୍ଗୀକୃତ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କ ସହିତ ଅର୍ଥପୂର୍ଣ୍ଣ ଆଲୋଚନା ମଧ୍ୟ କରିଥିଲେ l ଭବିଷ୍ୟତର ଏହି ନୀତି ନିର୍ଦ୍ଧାରକ ଓଏଏସ ଅଧିକାରୀ ପ୍ରଶିକ୍ଷାର୍ଥୀମାନଙ୍କ ପରିଦର୍ଶନ ସମସ୍ତଙ୍କୁ ଉତ୍ସାହିତ କରିଥିଲା l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.