ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

୮ କିଲୋ ଗଞ୍ଜେଇ ଜବତ, ୨ ଗିରଫ

Published By : Prameya | September 30, 2024 8:46 PM

ଦାରିଙ୍ଗବାଡି,୩୦/୯(ଆପ୍ର): ଦାରିଙ୍ଗବାଡି ଥାନା ଅନ୍ତର୍ଗତ ୫୯ ନମ୍ୱର ଜାତୀୟ ରାଜପଥ ଲକଟି ଛକରେ ଦାରିଙ୍ଗବାଡି ପୋଲିସ ପକ୍ଷରୁ ଚଢାଉ କରାଯାଇ ୮ କିଲୋ ୫୦୦ ଗ୍ରାମ ଗଞ୍ଜେଇ ଜବତ କରାଯିବା ସହ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ୨ ଜଣ ହେଲେ ନୂଆଗାଁ ଥାନା ସିର୍ତିଗୁଡ଼ା ଅଞ୍ଚଳର ଦୁଶାସନ ଦିଗାଲ (୪୧) ଓ ଭଞ୍ଜ ଦିଗାଲ(୫୦) । ପୋଲିସ ଏନେଇ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।

 ପୋଲିସ ସୂଚନା ଅନୁସାରେ , ରବିବାର ମଧ୍ୟାହ୍ନ ସମୟରେ ୨ ଜଣ ଗଞ୍ଜେଇ ଧରି ବ୍ରହ୍ମପୁର ଯିବା ପାଇଁ ଲକଟି ଛକରେ ବସ୍ କୁ ଅପେକ୍ଷା କରି ରହିଥିଲେ । ପୋଲିସ ବିଶେଷ ସୂତ୍ର ରୁ ଖବର ପାଇ ଥାନା ଅଧିକାରୀ ଙ୍କ ନିର୍ଦ୍ଦେଶ କ୍ରମେ ଏସଆଇ ଲକ୍ଷ୍ମୀ ମାଝୀ, ଏଏସଆଇ ଅର୍ଜୁନ ଶବର ଙ୍କ ସମେତ ପୋଲିସ ଫୋର୍ସ ଚଢଉ କରି ୨ ଜଣ ଙ୍କୁ ଗିରଫ କରି ଗଞେଇ ଜବତ କରିଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.