ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଭାଙ୍ଗୁଛି ଲାଲ୍ ଗଡ଼, ଆତ୍ମସମର୍ପଣ କଲେ ୯ ମାଓବାଦୀ

Published By : Rasmita Pradhan | February 24, 2025 9:49 AM

ଭୁବନେଶ୍ଵର, ୨୪/୦୨ : ଭାଙ୍ଗୁଛି ଲାଲ୍ ଗଡ଼। ଦୁର୍ବଳ ହେଉଛି ମାଓ ସଙ୍ଗଠନ। ତେଲେଙ୍ଗାନା ମୁଲୁଗୁ ଜିଲ୍ଲାରେ ଆତ୍ମସମର୍ପଣ କଲେ ୯ ମାଓବାଦୀ। ସମସ୍ତ ମାଓବାଦୀ ଛତିଶଗଡ଼ ବିଜାପୁର ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ଏମାନଙ୍କୁ ମୁଖ୍ୟ ସ୍ରୋତକୁ ଫେରାଇ ଆଣିବାକୁ ସମସ୍ତ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ଏସପି କହିଛନ୍ତି। 

ସୂଚନାନୁଯାୟୀ, ମୁଲୁଗୁ ଜିଲ୍ଲା ଏସପି ଓ ୩୯ ବାଟାଲିୟନ ସିଆରପିଏଫ ଅଧିକାରୀଙ୍କ ଦ୍ୱାରା ଚାଲିଥିବା ଅପରେସନ ଚେୟୁତା ମାଧ୍ୟମରେ ୯ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ ମାଓବାଦୀ ଛତିଶଗଡ଼ ବିଜାପୁର ଜିଲ୍ଲାର ହୋଇଥିବା ସୂଚନା ମିଳିଛି। ତେଲେଙ୍ଗାନା ସରକାରଙ୍କ ନିୟମ ଅନୁସାରେ ଏମାନଙ୍କୁ ଥଇଥାନ କରାଯିବ। ସେମାନଙ୍କ ପରିବାର ସହିତ ଶାନ୍ତିପୂର୍ଣ୍ଣ ଜୀବନଯାପନ କରିବେ। ଏନେଇ ମୁଲୁଗୁ ଜିଲ୍ଲା ଏସପି ସୂଚନା ଦେଇଛନ୍ତି।

ଏହି ଖବରଟିକୁ ପଢନ୍ତୁ-ଦୁନିଆରେ ସବୁଠୁ ବଡ଼ ଧରଣର ଚୋରି, ନେଇଗଲେ ୧୩ ହଜାର କୋଟି









Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.