ବାଲେଶ୍ୱର,୧୫/୫: ମୋବାଇଲ ନ ଦେବାରୁ ଆତ୍ମହତ୍ୟା କଲେ ନବମ ଶ୍ରେଣୀ ଛାତ୍ର । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସହଦେବଖୁଣ୍ଟା ଥାନା ବାଲିଆ ଅଞ୍ଚଳରେ। ମୃତକ ହେଲେ ତପନ ଗିରୀଙ୍କ ସାନ ପୁଅ ପ୍ରିଆଁଶୁ ପ୍ରୀତମ ଗିରି। ପାଠ ପଢିବାକୁ କହି ମୋବାଇଲ ଦେଖିବାକୁ ମାଆ ବାରଣ କରିବାରୁ ନବମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି। ବେକରେ ବେଡ଼ସିଟ ଲଗାଇ ଫ୍ୟାନରେ ଝୁଲି ପଡ଼ିଥିଲେ ଛାତ୍ର ଜଣକ।

ପହଲଗାମ ଆତଙ୍କବାଦୀଙ୍କୁ ଧରାଇଦେଲେ ଶିବସେନା ଦେବ ୧୦ ଲ...