ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ବଢିଲା ବିଏସକେଓ୍ବାଇ- ନବୀନ କାର୍ଡ ଆବେଦନ ତାରିଖ , ଫେବୃୟାରୀ ୮ ପର୍ଯ୍ୟନ୍ତ କରି ହେବ ଆବେଦନ

ଭୁବନେଶ୍ବର, ,୨୮।୧ ବିଏସକେଓ୍ବାଇ ନବୀନ କାର୍ଡ  ଆବେଦନ ତାରିଖ ପୁଣି ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ଫେବୃୟାରୀ ୮ ତାରିଖ ପର୍ଯ୍ୟନ୍ତ କରିହେବ ଆବେଦନ। ପୂର୍ବରୁ  କାର୍ଡ ଆବେଦନ ତାରିଖ ବୃଦ୍ଧି କରାଯାଇ ଜାନୁୟାରୀ ୨୬ ପର୍ଯ୍ୟନ୍ତ ରହିଥିଲା। 

ତେବେ ଗୁଣାତ୍ମକ ସ୍ବାସ୍ଥ୍ୟସେବା ପାଇବାରେ କୌଣସି ଯୋଗ୍ୟ ବ୍ୟକ୍ତି ବାଦ  ନ ପଡିବା ଲକ୍ଷ୍ୟ ନେଇ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଶାଳିନୀ ପଣ୍ଡିତ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମ ଏବଂ ପଞ୍ଚାୟତ ସ୍ତରରେ ଆବେଦନ ପଞ୍ଜିକରଣ ବିଷୟରେ ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ  କରିବାକୁ ଶ୍ରୀମତି ପଣ୍ଡିତ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢନ୍ତୁ : ବନ୍ଧୁକ ଦେଖାଇ ଟଙ୍କା ଓ ସୁନା ଲୁଟି ନେଲେ ଦୁର୍ବୁତ୍ତ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.