ପ୍ରମୂଖ ଖବର
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ସୁପର-୪ ମହାସଂଗ୍ରାମ: ୧୯୩ ରନ୍‌ରେ ବାଂଲାଦେଶ ଅଲଆଉଟ୍‌

Image Courtesy: cricbuzz

ଲାହୋର, ୦୬/୦୯: ଏସିଆ କପ୍ ୨୦୨୩ର ସୁପର-୪ ମୁକାବିଲା ଆରମ୍ଭ ହୋଇଯାଇଛି। ପ୍ରଥମ ମୁକାବିଲାରେ ପାକିସ୍ତାନ ଓ ବାଂଲାଦେଶ ମୁହାମୁହିଁ ହୋଇଛନ୍ତି । ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିଲା ବାଂଲାଦେଶ । ହେଲେ ପାକିସ୍ତାନ ବୋଲରଙ୍କ ଘାତକ ବୋଲିଂରେ ଘାଇଲା ହୋଇଛି ବାଂଲାଦେଶ ।

ଏଲନ ମସ୍କଙ୍କୁ ହତ୍ୟା ଭୟ, ଏଭଳି ଆଶଙ୍କା କରୁଛନ୍ତି ଦୁନିଆର ସବୁଠାରୁ ଧନୀବ୍ୟକ୍ତିଙ୍କ ବାପା

 ୩୮.୪ ଓଭରରେ ୧୯୩ ରନରେ ଅଲଆଉଟ୍  ହୋଇଛି ଦଳ । ଅଧିନାୟକ ସାକିବ ଉଲ ହସନ(୫୩) ଓ ମୁସଫିକର ରହିମ(୬୪)ଙ୍କୁ ବାଦ୍ ଦେଲେ ଅନ୍ୟ ବ୍ୟାଟର କ୍ରିଜରେ ଭଲ ପ୍ରଦର୍ଶନ କରିପାରିନାହାନ୍ତି । ଦୁଇ ବ୍ୟାଟର ପଞ୍ଚମ ଓ୍ଵିକେଟ୍ ପାଇଁ ୧୦୦ ରନ ଯୋଡ଼ିବାରୁ ବାଂଲାଦେଶ ଏହି ସମ୍ମାନଜନକ ସ୍କୋର କରିବାରେ ସଫଳ ହୋଇଛି । 

ପାକିସ୍ତାନ ଆଗରେ ୧୯୪ ରନର ବିଜୟ ଲକ୍ଷ୍ୟ ରଖିଛି ଆଫଗାନିସ୍ତାନ । ପାକିସ୍ତାନ ପକ୍ଷରୁ ହାରିସ ରଉଫ ୧୯ ରନ ଦେଇ ୪ ଏବଂ ନସୀମ ଶାହ ୩୪ ରନରେ ୩ଟି ଓ୍ଵିକେଟ୍ ନେଇଛନ୍ତି । ସୁପର-୪ର ପ୍ରଥମ ମୁକାବିଲା ଲାହୋରର ଗଦ୍ଦାଫି ଷ୍ଟାଡିୟମରେ ହେଉଛି।

You can also read: ପାକିସ୍ତାନରୁ ଦୁଇ ଦିବସୀୟ ଗସ୍ତ ପରେ ଭାରତ ଫେରିଲେ ବିସିସିଆଇ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ, କହିଲେ କିଭଳି ଥିଲା ସେଠାର ସ୍ଥିତି ?

  • Asia cup 2023
  • Bangladesh
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.