ପ୍ରମୂଖ ଖବର
  • କଟକ : ଗୁଡ଼ି ଦୋକାନରେ ପୋଲିସର ରେଡ୍‌, ଜବତ ହେଲା ଚାଇନିଜ୍‌ ମାଞ୍ଜା ସୂତା
  • ||
  • ହିନ୍ଦୋଳ : ଘରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ସ୍ୱାମୀ ଅଟକ
  • ||
  • ହିନ୍ଦୋଳ : କ୍ରିକେଟ୍‌ ଖେଳକୁ ନେଇ ବେଡ଼ାପଡ଼ା ଗାଁରେ ଗୋଷ୍ଠୀ ସଂଘର୍ଷ, ଜଣେ ଗୁରୁତର
  • ||
  • ଡମଣା ଛକ ନିକଟରେ ସିରିଜ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ସ୍କୁଟି ଚାଳକ
  • ||
  • ସୋମବାର ଆୟୁଷ୍ମାନ୍‌ ଭାରତ ପାଇଁ ହେବ ବୁଝାମଣା ପତ୍ର ସ୍ୱାକ୍ଷର, ଦିଲ୍ଲୀରେ ଉପସ୍ଥିତ ରହିବେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀ
  • ||
  • ଶ୍ରୀଲିଙ୍ଗରାଜଙ୍କ ପୁଷ୍ୟାଭିଷେକ ନୀତି: ୧୦୮ ଗରା ତୀର୍ଥ ଜଳରେ ସ୍ନାନ କରିବେ ମହାପ୍ରଭୁ
  • ||
  • ଘନ କୁହୁଡିରେ ଲୁଚିଗଲା ସୂର୍ଯ୍ୟମନ୍ଦିର, ସୂକ୍ଷ୍ମ କାରୁକାର୍ଯ୍ୟ ଦେଖି ପାରିଲେନି ପର୍ଯ୍ୟଟକ
  • ||
  • କରଞ୍ଜିଆ : ଚିକିତ୍ସାଧିନ ଅବସ୍ଥାରେ ପ୍ରାଣ ହରାଇଲା ‘ମହେନ୍ଦ୍ର’ ହାତୀ, ବ୍ୟବଚ୍ଛେଦ ପରେ ହେବ ଶବ ସଂସ୍କାର
  • ||
  • ଶ୍ରୀମନ୍ଦିରରେ ଦେବାଭିଷେକ ନୀତି: ଆଜି ମହାପ୍ରଭୁଙ୍କ ରାଜାଧିରାଜ ଓ ନବାଙ୍କ ବେଶ
  • ||
  • ସୁବର୍ଣ୍ଣପୁର : ଇଥାନଲ ପ୍ଲାଣ୍ଟ ମେସିନରେ ଚାପି ହୋଇ ଶ୍ରମିକଙ୍କ ମୃତ୍ୟୁ
  • ||

ଲାଞ୍ଚ ନେବା ବେଳେ ଧରାପଡ଼ିଲେ ଭଦ୍ରକ ଥାନା ASI, ମାମଲାରେ ଦଫା କୋହଳ କରିବାକୁ ନେଉଥିଲେ ଲାଞ୍ଚ

Published By : Prameya | March 2, 2024 1:43 PM

ସାଲେପୁର, ୨।୩: ଲାଞ୍ଚ ନେଇ ଧରାପଡ଼ିଲେ ଭଦ୍ରେଶ୍ୱର ଥାନା ଏଏସ୍‌ଆଇ । ଥାନା ପରିସରରେ ଏଏସ୍‌ଆଇ ଆଲୋକ ଷଡ଼ଙ୍ଗୀ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ସୂଚନା । ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଏଏସ୍‌ଆଇ ଧରାପଡ଼ିଥିଲେ । ଏକ ମାମଲାରେ ଦଫା କୋହଳ କରିବାକୁ ସେ ଲାଞ୍ଚ ନେଉଥିବା ଜଣାପଡ଼ିଛି । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.