ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଭୁଶୁଡିଲା ନିର୍ମାଣାଧୀନ ବ୍ରିଜ ପିଲାର

ନୀଳଗିରି,୧୦।୧୨: ଭୁଡୁଶିଲା ନିର୍ମାଣଧୀନ ବ୍ରିଜ ପିଲାର। ବାଲେଶ୍ଵର ଜିଲ୍ଲା ନୀଳଗିରି ଥାନା ଅଧୀନ ଅସ୍ତିଆ ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି।ଔପଦା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅସ୍ତିଆ ଦେଇ ନିର୍ମାଣ ହେଉଥିବା ସାଳନ୍ଦୀ କେନାଲର ନିର୍ମାଣଧୀନ ବ୍ରିଜ ପିଲାର ଆଜି ଭୁଶୁଡି ପଡିଥିବା ଦେଖିବାକୁ ମିଳିଛି। ଶନିବାର ଏହାର ଢଳେଇ ପଡିଥିଲା। ଅତି ନିମ୍ନମାନର କାର୍ଯ୍ୟ ପାଇଁ ଆଜି ଗଡି ପଡିଥିବା ଅଭିଯୋଗ ହୋଇଛି। ତେବେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.