ପ୍ରମୂଖ ଖବର
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଦୁର୍ଘଟଣାରେ ୮ ମୃତ ଘଟଣା : କାର୍ଯ୍ୟରେ ଅବହେଳା ପ୍ରଦର୍ଶନ ନେଇ ଏନଏଚଏଆଇ ବିରୋଧରେ ମାମଲା

ଘଟଗାଁ, ୨।୧୨ : ଘଟଗାଁରେ ଶୁକ୍ରବାର  ତାରିଣୀ ଦର୍ଶନ କରିବାକୁ ଆସୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହୋଇଥିଲା।  କାର୍ଯ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ନେଇ ନ୍ୟାସନାଲ ହାଇଓ୍ବେ ଅଥୋରିଟି ଅଫ ଇଣ୍ଡିଆ (ଏନଏଚଏଆଇ)ବିରୋଧରେ ଘଟଗାଁ ପୋଲିସ ମାମଲା ରୁଜୁ କରିଛି।  ଏମଭିଆଇଙ୍କ ରିପୋର୍ଟ ଆଧାରରରେ କେଶ ହୋଇଥିବା ଘଟଗାଁ ଆଇଆଇସି ସୂଚନା ଦେଇଛନ୍ତି। 

ଆହୁରି ପଢନ୍ତୁ : ଶିକ୍ଷୟିତ୍ରୀଙ୍କ ଚେଙ୍କ ଚିକିତ୍ସା : ଛାତ୍ରୀଙ୍କୁ କାମୁଡିଲା ବିରୁଡି, ବେକରେ ଚେଙ୍କ ଦେଲେ ଶିକ୍ଷୟିତ୍ରୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.