ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା, ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କଟକ ୦୪/୧୨: ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା। ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ  ପଟନାୟକ ଆଜି ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ପାଇଁ ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ  ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ  ଦେଇଛନ୍ତି।

ସୂଚନା ଯୋଗ୍ୟ ଯେ, ବାଲି ଯାତ୍ରା ଏବେ ଲୋକଙ୍କ ପାଇଁ ମୁଖ୍ୟ ଆକର୍ଷଣ ହୋଇଛି ଓ ଏଥିରେ ବିପୁଳ ଜନ ସମାଗମ ହେଉଛି। କାର୍ତ୍ତିକ ପୂର୍ଣିମାରୁ  ଆରମ୍ଭ ହୋଇଥିବା ବାଲିଯାତ୍ରା ସୋମବାର ଶେଷ ହେବାର ଥିଲା। ଦିନେ ବୃଦ୍ଧି ହେବାର ପରେ ଗତକାଲି ଅର୍ଥାତ ମଙ୍ଗଳାବର ଶେଷ ହେବ ବାଲିଯାତ୍ରା।

  • prameyanews
  • PrameyaOdia
  • prameya
  • BaliYatra
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.