ପ୍ରମୂଖ ଖବର
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

କଂଗ୍ରେସର ପୂର୍ବତନ ବରଗଡ଼ ଜିଲ୍ଲା ସଭାପତି ଦେଲେ ଇସ୍ତଫା

ବରଗଡ, ୧୨।୨: କଂଗ୍ରେସର ପୂର୍ବତନ ବରଗଡ଼ ଜିଲ୍ଲା  ସଭାପତି ତଥା ଅତାବିରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ନିହାର ରଞ୍ଜନ ମହାନନ୍ଦ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସେ ତାଙ୍କ ଇସ୍ତଫାପତ୍ର ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି।

ପ୍ରକାଶଥାଉକି, ରବିବାର କଂଗ୍ରେସ ନିହାରଙ୍କୁ ଜିଲ୍ଲା ସଭାପତି ପଦବୀରୁ ହଟାଇଥିଲା ଏବଂ ଦଳ ସେହି ସ୍ଥାନରେ ହରଦୀପ ସିଂଙ୍କୁ ନୂତନ ଜିଲା ସଭାପତି ଭାବେ ଅବସ୍ଥାପିତ କରିଥିଲା। ଏହାର ଦିନକ ପରେ ନିହାରଙ୍କ ଇସ୍ତଫା ଜିଲ୍ଲାରେ ଚର୍ଚ୍ଚାର ବିଷୟ ହୋଇଛି। ନିହାର ଆଗକୁ ଭାଜପାରେ ଯୋଗଦେଇ ପାରନ୍ତି ବୋଲି ସାଧାରଣରେ ଆଲୋଚନା ହେଉଥିବା ବେଳେ ଲୋକେ ଯାହା ଚାହିଁବେ, ସେହି ନିଷ୍ପତ୍ତି ନେବେ ବୋଲି ନିହାର କହିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.