ପ୍ରମୂଖ ଖବର
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ସେପ୍ଟେମ୍ବର ୮ରୁ ଦିଲ୍ଲୀରେ ସମସ୍ତ ସ୍କୁଲ-କଲେଜ ବନ୍ଦ, ୩ ଦିନିଆ ଛୁଟି ଘୋଷଣା

Published By : Prameya | September 7, 2023 11:11 AM

ନୂଆଦିଲ୍ଲୀ ୦୭/୦୯: ଜି-୨୦ ସମ୍ମିଳନୀ ପାଇଁ ଦିଲ୍ଲୀରେ ଆସନ୍ତା ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍କୁଲ-କଳେଜ, ଅଫିସ୍‌ ଆଦି ବନ୍ଦ ରହିବ। ଏ ନେଇ ଦିଲ୍ଲୀ ଶିକ୍ଷାମନ୍ତ୍ରୀ ଆତିଶି ମାର୍ଲେନା ବୁଧବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । 

ଦିଲ୍ଲୀର ଭାରତ ମଣ୍ଡପମ୍‌ କନ୍‌ଭେନ୍ସନ ସେଣ୍ଟରରେ ଜି-୨୦ ସମ୍ମିଳନୀ ହେବାକୁ ଥିବାବେଳେ ବହୁସଂଖ୍ୟାରେ ବିଦେଶୀ ଅତିଥି ଜାତୀୟ ରାଜଧାନୀରେ ଏକାଠି ହେବେ । ସେଥିଲାଗି  ଶିକ୍ଷାନୁଷ୍ଠାନ ବନ୍ଦ ନିଷ୍ପତ୍ତି ନିଆଯାଇଥିବା ଆତିଶି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.