ପ୍ରମୂଖ ଖବର
  • କୋରାପୁଟ : କାମ କରିବାକୁ ଯାଇ ନିଖୋଜ ହେଲେ ସ୍ୱାମୀ; ଖୋଜିଖୋଜି ଆତ୍ମହରା ହେଲେ ସ୍ତ୍ରୀ, ମାସେ ପରେ କରିଲେ ଅଭିଯୋଗ
  • ||
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ହାଣ୍ଡି ଶାଳରେ ମହଙ୍ଗା ମାଡ଼, ୧୭୦ ଟଙ୍କାକୁ ବଢ଼ିଲା ହରଡ଼ ଡାଲି

ଭୁବନେଶ୍ୱର ୨୮/୮: ପୁଣି  ବଢ଼ିଲା ହରଡ ଡାଲି ଦର । କିଲୋ ପିଛା  ୧୫୨ ଟଙ୍କାରେ ବିକ୍ରି ହେଉଥିବା ହରଡ ଡାଲି  ଏବେ ୧୭୦ ଟଙ୍କା ଛୁଇଁଛି । ୨୫ କିଲୋ ଡାଲି  ପ୍ୟାକେଟର ପାଇକାରୀ ଦର ୮୦୦ ଟଙ୍କା  ବଢ଼ିଛି । ଆଗକୁ ଡାଲି କିଲୋ ପିଛା ୨୦୦  ଟଙ୍କା ଛୁଇଁପାରେ ବୋଲି ଆଶଙ୍କା କରିଛି  ରାଜ୍ୟ ବ୍ୟବସାୟୀ ସଂଘ । କର୍ପୋରେଟ  ସଂସ୍ଥାଗୁଡିକ କୃତ୍ରିମ ଅଭାବ ସୃଷ୍ଟି କରିବା  ଯୋଗୁ ଡାଲି ଦର ବଢ଼ୁଛି ବୋଲି ସଂଘ  କହିଛି । 

ଏପଟେ ଡାଲି ମହଜୁଦ କରିବା  ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସତର୍କ  କରାଇଛନ୍ତି ରାଜ୍ୟ ସରକାର । ଅମଳ  ଏବଂ ଆମଦାନି ସତ୍ୱେ ଡାଲି ଦର ଉପରେ  ନିୟନ୍ତ୍ରଣ ନାହିଁ । ଚଳିତ ବର୍ଷ ପରିବା  ସହ ଅନ୍ୟ ସାମଗ୍ରୀ ଦର ବୃଦ୍ଧି ଖାଉଟିଙ୍କ ପାଇଁ ଚିନ୍ତାର କାରଣ ହୋଇଛି । ସରକାର  ଦରଦାମ ନିୟନ୍ତ୍ରଣ କରିବା ଦିଗରେ ସେଭଳି  ଆଖିଦୃଶିଆ ପଦକ୍ଷେପ ଗ୍ରହଣ କରୁ ନ ଥିବା  ସଂଘ ପକ୍ଷରୁ କୁହାଯାଇଛି।

  • PrameyaOdia
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.