ପ୍ରମୂଖ ଖବର
  • ଖାନ୍‌ନଗରରେ ଭୁଷୁଡ଼ିଲା ଦଶହରା ଲାଇଟ୍‌ ଗେଟ୍‌, ଗେଟ୍‌ ତଳେ ଚାପି ହୋଇଗଲା ଗାଡ଼ି
  • ||
  • ବାଲିଗୁଡାରେ ଚାଞ୍ଚଲ୍ୟ, କିଡ୍‌ନୀ ଚୋରି ଅଭିଯୋଗ ପରେ କବର ଖୋଳି ଶବ କାଢିଲା ପୋଲିସ
  • ||
  • ନକଲି କଲ୍‌ ସେଣ୍ଟର ଠାବ ଘଟଣା, ଅଧିକ ତଦନ୍ତ ପାଇଁ କୋଲକାତା ଯିବ ସାଇବର ପୁଲିସ୍‌
  • ||
  • ପୁରୀ : ଅଣପଞ୍ଜିକୃତ ହବିଷ୍ୟାଳିଙ୍କ ପାଇଁ ବ୍ୟବସ୍ଥା, ବୃନ୍ଦାବତୀ ନିବାସର ବେସ୍‌ମେଣ୍ଟରେ ରହିବେ ୧୪୦ ହବିଷ୍ୟାଳି
  • ||
  • ଦେବଗଡ : ଆନ୍ତଃଜିଲ୍ଲା ମୋଟରସାଇକେଲ ଚୋରୀ ରାକେଟ ଠାବ: ୩ ଲୁଟେରା ଗିରଫ, ୮ ବାଇକ୍‌ ଜବତ
  • ||
  • ଭରତପୁର ଥାନା ଘଟଣା; ସମସ୍ତ ତଥ୍ୟ ବିଚାର ବିଭାଗୀୟ କମିଶନଙ୍କୁ ପ୍ରଦାନ କରିବ କ୍ରାଇମବ୍ରାଞ୍ଚ
  • ||
  • ପୁରୁଷୋତ୍ତମପୁର : ପ୍ରେମ ପାଇଁ ହାରିଲେ ଜୀବନ, ବେକରେ ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
  • ||
  • ବୌଦ୍ଧ ଗସ୍ତରେ ଡିଜିପି ୱାଇ ବି ଖୁରାନିଆ, ମାଓ ଦମନ ଏବଂ ଆଇନ ଶୃଙ୍ଖଳା ବିଷୟରେ କରିବେ ଆଲୋଚନା
  • ||
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଦାଢ଼ି କାଟୁଥିବା ବେଳେ ନେତାଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ; ବଜାର ବନ୍ଦ, ହାଇଓ୍ବେ ଅବରୋଧ କଲେ ସମର୍ଥକ

Image Courtesy: ABP News

ପାଟନା, ୨୭/୦୯: ଲୋକ ଜନଶକ୍ତି ପାର୍ଟି (ଏଲଜେପି) ନେତାଙ୍କୁ ସ୍ପଷ୍ଟ ଦିବାଲୋକରେ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ସେଲୁନ୍‌ରେ ଥିବା ବେଳେ ଏଲଜେପି ନେତା ଅନଓ୍ବର ଖାନଙ୍କୁ ଦୁର୍ବୁତ୍ତ ଗୁଳି କରି ହତ୍ୟା କରିଥିବା ଜଣାପଡ଼ିଛି । ବିହାରର ଗୟାରେ ଅନଓ୍ବର ଖାନ ଏକ ସେଲୁନ୍‌ରେ ଦାଢ଼ି  କାଟୁଥିବା ବେଳେ ୩ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ତାଙ୍କ ଉପରେ ଗୁଳିମାଡ଼ କରିଥିଲେ । ଘଟଣାସ୍ଥଳରେ ହିଁ ଟଳିପଡ଼ିଲେ ଅନଓ୍ବର ଅଲି ଖାନ ।  

ଏହା ପରେ ସମଗ୍ର ଅଞ୍ଚଳରେ ହଇଚଇ ଖେଳିଯାଇଛି । ଅନଓ୍ବର ଖାନ ଶ୍ରମିକ ସେଲର ଅଧ୍ୟକ୍ଷ ଥିଲେ । ଗୁଳିମାଡ଼ ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିବା ବେଳେ ଦୋକାନ ବଜାର ବନ୍ଦ ହୋଇଯାଇଥିବା ଜଣାପଡ଼ିଛି।  ସେପଟେ ଅନଓ୍ବରଙ୍କୁ ନିର୍ମମ ହତ୍ୟା କରାଯିବା ନେଇ ଖବର ପ୍ରଚାର ହେବା ପରେ ତାଙ୍କ ସମର୍ଥକ ଏବଂ ପରିବାର ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି । 

ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବାକୁ ଦାବି ହୋଇଥିବା ବେଳେ ମସର୍ଥକଙ୍କ ଗହଣରେ ଆକ୍ରୋଶ ବୃଦ୍ଧି ପାଇବାରେ ଲାଗିଛି ।  ନେତାଙ୍କୁ ହତ୍ୟା ମାମଲାରେ ଗୟା ଜିଲ୍ଲା ଏସପି ହିମାଂଶୁ କହିଛନ୍ତି ଯେ, ଅନଓ୍ବର ଖାନ ଏକ ସେଲୁନ୍‌ରେ  ଦାଢ଼ି କାଟୁଥିବା ବେଳେ ତାଙ୍କ ଉପରେ ଆଖିବୁଜା ଫାୟାରିଂ କରିଥିଲେ ୩ ଦୁର୍ବୃତ୍ତ । ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି ।ସେପଟେ ଲୋକଙ୍କ ଆକ୍ରୋଶ କମ୍‌ କରିବା ଲାଗି ପୋଲିସ ବୁଝାସୁଝା ଚଳାଇଛି ।  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.