ପ୍ରମୁଖ ଖବର
  • ପାଲଲହଡ଼ା: ୭ ଦଫା ଦାବି ନେଇ ରେଙ୍ଗାଳି ବୁଡ଼ି କ୍ଷତିଗ୍ରସ୍ତ ପ୍ରଜାଙ୍କ ଜଳ ସତ୍ୟାଗ୍ରହ ଆନ୍ଦୋଳନ
  • ||
  • ଘଟଗାଁ ଦୁର୍ଘଟଣାରେ ୮ ଜଣଙ୍କ ମୁତ୍ୟୁକୁ ନେଇ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଅନୁକମ୍ପା ସହାୟତା ଘୋଷଣା
  • ||
  • କୁଚିଣ୍ଡା: ଭାଙ୍ଗିବା ବେଳେ ମାଡ଼ି ବସିଲା ପୁରୁଣା କାନ୍ଥ, ଚାଲିଗଲା ମାଲିକଙ୍କ ସହ ଶ୍ରମିକଙ୍କ ଜୀବନ
  • ||
  • ରାୟପୁର: ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟି-ଟ୍ୱେଣ୍ଟି, ସିରିଜ୍ ଜିତିବା ଲକ୍ଷ୍ୟରେ ସୂର୍ଯ୍ୟ ବାହିନୀ
  • ||
  • ଘଟଗାଁ: ମା’ ତାରିଣୀଙ୍କ ଦର୍ଶନ ପାଇଁ ଯାଉଥିବା ବେଳେ ଦୁର୍ଘଟଣା, ଟ୍ରକକୁ ପିଟିଲା ଭ୍ୟାନ ୮ ମୃତ, ୭ ଆହତ
  • ||
  • ଜେରୁଜେଲମ୍: ଯୁଦ୍ଧ ବିରତି ଶେଷ, ଗାଜାରେ ପୁଣି ଥରେ ଗ୍ରାଉଣ୍ଡ ଅପରେସନ୍ ଆରମ୍ଭ କଲା ଇସ୍ରାଏଲ୍ ଡିଫେନ୍ସ ଫୋର୍ସ
  • ||

ଜାନୁଆରୀ ୧୭ ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ


ଭୁବନେଶ୍ବର, ୨୦।୧୧ ଆସନ୍ତା ଜାନୁଆରୀ ୧୭ ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ମହୋତ୍ସବ ଅନୁଷ୍ଠିତ ହେବ।  ଏହି ଅବସରରେ ସ୍ବତନ୍ତ୍ର ଉତ୍ସବ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ସୂଚନା ଦେଇଛନ୍ତି। 

ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ   ସବକମିଟି ବୈଠକ ବସିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏହି ବୈଠକକୁ ଅଧ୍ୟକ୍ଷତା କରୁଥିବା ବେଳେ ଜିଲ୍ଲାପାଳ ସମର୍ଥ ବର୍ମା, ଅତିରିକ୍ତ ଏସପି, ପରିଚାଳନା କମିଟି ସେବାୟତ ସଦସ୍ୟ ମାନେ ଉପସ୍ଥିତ ଥିଲେ। ତେବେ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ନେଇ ଆୟୋଜିତ ହେବାକୁଥିବା ହୋମ ଯଜ୍ଞ ଠାରୁ ଆରମ୍ଭ କରି ଗଜପତି ମହାରାଜାଙ୍କ ଦ୍ୱାରା ପୂର୍ଣ୍ଣାହୂତି କାର୍ଯ୍ୟସୂଚୀ ଉପରେ ବିସ୍ତୃତ ଆଲୋଚନା ହୋଇଛି।

ଆହୁରି ପଢନ୍ତୁ : ଭୁବନେଶ୍ବରରେ ଚାଞ୍ଚଲ୍ୟ : ଅଫିସରେ ପଶି ପତ୍ନୀଙ୍କୁ ମରଣାନ୍ତକ ଆକ୍ରମଣ କଲା ସ୍ବାମୀ

Copyright © 2022 - Summa Real Media Private Limited. All Rights Reserved.