ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ବରମୁଣ୍ଡା ଓଭରବ୍ରିଜ୍ ଡିଭାଇଡରରେ ପିଟିଲା କାର, ଯାତାୟତ ବାଧାପ୍ରାପ୍ତ

ଭୁବନେଶ୍ବର,୪।୧୨ : ବରମୁଣ୍ଡା ଓଭରବ୍ରିଜ୍ ଉପରେ ଦୁର୍ଘଟଣା। ଭାରସାମ୍ୟ ହରାଇ ଡିଭାଇଡରେ ପିଟିଲା କାର୍‌ ।  ଏଥିରେ କାର ଡ୍ରାଇଭର ଗୁରୁତର ହୋଇଛି। ଗୁରୁତର ଡ୍ରାଇଭରକୁ ମେଡିକାଲରେ ଭର୍ତ୍ତି  କରାଯାଇଛି। ଦୁର୍ଘଟଣା ଫଳରେ କିଛି ସମୟ ପାଇଁ ଓଭରବ୍ରିଜ ଉପରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା । ଶତାଧିକ ଗାଡି ଭିଡ ଭିତରେ ଫଶି ରହିଥିଲା।  ପୋଲିସ ପହଞ୍ଚି ଟ୍ରାଫିକ ନିୟନ୍ତ୍ରଣ କରିଥିଲା। 

ଆହୁରି ପଢନ୍ତୁ : ମଦ ପିଇବାକୁ ନେଇ ବଚସା : ସ୍ବାମୀଙ୍କୁ ହତ୍ୟା କଲା ସ୍ତ୍ରୀ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.