ପ୍ରମୂଖ ଖବର
  • ରାଜଧାନୀରେ ଚାଞ୍ଚଲ୍ୟ: ଘର ମାଲିକକୁ ହତ୍ୟା କଲା ଭଡ଼ାଟିଆ, ମୃତଦେହ ଜବତ କଲା ପୋଲିସ
  • ||
  • T-20 ସୁପର-୮, ଗ୍ରୁପ୍‌-୧ରେ ଅଷ୍ଟ୍ରେଲିଆକୁ ଭେଟିବ ବାଂଲାଦେଶ,ବିଜୟ ଲକ୍ଷ୍ୟରେ ଉଭୟ ଟିମ୍
  • ||
  • ମଦ ନୀତି ଦୁର୍ନୀତି ମାମଲା: କେଜ୍‌ରିୱାଲଙ୍କୁ ଜାମିନ, ସନ୍ଧ୍ୟା ୮ଟା ସୁଦ୍ଧା ତିହାର ଜେଲରୁ ମୁକ୍ତି
  • ||
  • ଅନ୍ତର୍ଜାତୀୟ ଯୋଗ ଦିବସ, ଶ୍ରୀନଗରରେ ଯୋଗ ପାଳିଲେ ପ୍ରଧାନମନ୍ତ୍ରୀ, କଲେ ଯୋଗ ମୁଦ୍ରା
  • ||
  • କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ ପାଳିତ: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ହେଲେ ସାମିଲ, ୫୨ଟି ସ୍ଥାନରେ ଭବ୍ୟ ଆୟୋଜନ
  • ||
  • ରାଜ୍ୟରେ ଏଯାଏ ୫୦% ନିଅଣ୍ଟିଆ ବର୍ଷା: ୨୬ ଜିଲ୍ଲାରେ ବର୍ଷାଭାବ, ୧୦ ଜିଲ୍ଲା ଶୁଖିଲା ପଡ଼ିଛି
  • ||

ଶୀଘ୍ର ଦଶପଲ୍ଲାକୁ ଗଡ଼ିବ ପାସେଞ୍ଜର ଟ୍ରେନ୍‌, ପ୍ରଧାନମନ୍ତ୍ରୀ କରିବେ ଉଦ୍‌ଘାଟନ୍

ଭୁବନେଶ୍ୱର,୨୫/୧୧: ଶୀଘ୍ର  ଦଶପଲ୍ଲାକୁ ଗଡ଼ିବ ପାସେଞ୍ଜର ଟ୍ରେନ୍‌ ।  ଡିସେମ୍ବରରେ ଗଡ଼ିବ ବୋଲି ବିଶ୍ୱସ୍ତ  ସୂତ୍ରରୁ ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦି ନୂଆଦିଲ୍ଲୀରୁ ଏହି ଟ୍ରେନ୍‌କୁ  ଉଦ୍‌ଘାଟନ କରିବେ । ରେଳମନ୍ତ୍ରୀ ଅଶ୍ୱିନୀ  ବୈଷ୍ଣବ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ମଧ୍ୟ ଉଦଘାଟନୀ ଉତ୍ସବରେ ଯୋଗଦେବେ  ବୋଲି ଚର୍ଚ୍ଚା ହେଉଛି । 

ଅପରପକ୍ଷେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥ କାମ ଜୋର୍‌ ଧରିଛି ।  ଖୋର୍ଦ୍ଧା ପଟୁ ଦଶପଲ୍ଲା ପର୍ଯ୍ୟନ୍ତ କାମ ସରିଥିବା  ବେଳେ ବଲାଙ୍ଗୀର ପଟୁ ସୋନପୁର ପର୍ଯ୍ୟନ୍ତ  କାମ ସରିଛି ବୋଲି ରେଳ ବିଭାଗର ବରିଷ୍ଠ  ଅଧିକାରୀ ସୂଚନା ଦେଇଛନ୍ତି । ୨୦୨୪  ଫେବ୍ରୁଆରୀ ସୁଦ୍ଧା ସୋନପୁରରୁ ପୁରୁଣାକଟକ  ପର୍ଯ୍ୟନ୍ତ ୭୩.୧୫୮ କିଲୋମିଟର କାମ  ସରିବାକୁ ରେଳ ବିଭାଗ ଟାର୍ଗେଟ୍‌ ରଖିଥିବା  କୁହାଯାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.