ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବିଶ୍ୱକପ୍‌-2023: ସଚିନଙ୍କୁ ଗୋଲ୍ଡେନ ଟିକେଟ୍‌ ପ୍ରଦାନ କ​‌ଲେ ବିସିସିଆଇ ସମ୍ପାଦକ ଜୟ ଶାହ

ମୁମ୍ବାଇ,୦୯/୦୯: କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କୁ ଆଗାମୀ ଦିନିକିଆ  ବିଶ୍ୱକପ୍‌ ପାଇଁ ମିଳିଛି ଗୋଲ୍ଡେନ ଟିକେଟ୍‌ । ବିସିସିଆଇ ସମ୍ପାଦକ ଜୟ ଶାହ ନିଜେ ସଚିନଙ୍କୁ ଭେଟି  ଏହି ଟିକେଟ୍‌ ପ୍ରଦାନ କରିଛନ୍ତି । 

କେବଳ ଖେଳ ନୁହେଁ, ବିଭିନ୍ନ ଦିଗରେ କୃତିତ୍ୱ ହାସଲ କରିଥିବା ଦେଶର ପ୍ରମୁଖ ବ୍ୟକ୍ତି ବିଶେଷଙ୍କୁ ସମ୍ମାନ  ସ୍ୱରୂପ ବିସିସିଆଇ ଏଭଳି ଗୋଲ୍ଡେନ ଟିକେଟ୍‌ ବଣ୍ଟନ କରୁଛି । ପୂର୍ବରୁ  ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ଏହି ଟିକେଟ୍‌ ପ୍ରଦାନ କରିଥିଲେ  ବିସିସିଆଇ ସମ୍ପାଦକ। ବିଶ୍ୱକପ୍‌ ଆସନ୍ତା ଅକ୍ଟୋବର ୫ ତାରିଖରୁ ଆରମ୍ଭ ହେବ। ଏନେଇ ଦେଶର ପ୍ରମୁଖ ୧୦ଟି ଭେନ୍ୟୁ ପ୍ରସ୍ତୁତ ହୋଇ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.