ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ମଦ ପିଇ ଯୁବକଙ୍କ ଉନ୍ମତକାଣ୍ଡ, ନିଜ ବେକକୁ ଧାରୁଆ ଅସ୍ତ୍ରରେ କାଟିଲେ

ବାଲେଶ୍ଵର,୧।୨  ମଦ ପିଇ ଯୁବକଙ୍କ ଉନ୍ମତ କାଣ୍ଡ । ନିଜ ବେକକୁ ଧାରୁଆ ଅସ୍ତ୍ରରେ ନିଜେ କାଟିଲେ। ଅଚେତ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କଲେ ଗ୍ରାମବାସୀ । ଘଟଣା ଘଟିଛି ବାଲେଶ୍ଵର ଶିନ୍ଧିଆ ପଞ୍ଚାୟତ କେଶର ପୁର ଗାଁରେ । ଗୁରୁତର ଯୁବକ ଜଣକ ହେଲେ ଦୁର୍ଗା ଚରଣ ଦାସ । ଯୁବକଙ୍କୁ ବାଲେଶ୍ଵର ମେଡିକାଲ ରେ ଭର୍ତ୍ତି କରାଯାଇଛି।

ଆହୁରି ପଢନ୍ତୁ : ଏଟିଏମ ଲୁଟ ଘଟଣା : ୫ ଅନ୍ତଃରାଜ୍ୟ ଲୁଟେରା ଗିରଫ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.