ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ପତ୍ରପୁର ପୋଲ ଉପରୁ ବ୍ରାହ୍ମଣୀ ନଦୀକୁ ଡେଇଁ ଯୁବକର ଆତ୍ମହତ୍ୟା ଉଦ୍ୟମ

ପଟ୍ଟାମୁଣ୍ଡାଇ, ୭।୨   :  ବ୍ରାହ୍ମଣୀ ନଦୀ ପତ୍ରପୁର ପୋଲ ଉପରୁ ଜଣେ ଯୁବକ ବୁଧବାର ମଧ୍ୟାହ୍ନରେ  ନଦୀଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଂଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛି। ବର୍ତ୍ତମାନ ସୁଦ୍ଧା ଯୁବକଙ୍କ ପରିଚୟ ମିଳି ପାରିନାହିଁ।ପତ୍ରପୁର ପୋଲ ଉପରେ ବାରିକେଡ଼ ର ବ୍ୟବସ୍ଥା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.