ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ପୋଖରୀରେ ବୁଡି ୪ ବର୍ଷର ଶିଶୁ କନ୍ୟା ମୃତ

ଆନନ୍ଦପୁର, ୦୪/୦୭ : ପୋଖରୀରେ ବୁଡି ୪ ବର୍ଷର ଶିଶୁ କନ୍ୟା ମୃତ। ଘଷିପୁରା ଥାନା ନାରଙ୍ଗପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଁର ଅଜୟ କୁମାର ଜେନାଙ୍କ ଝିଅ ସୁଚିତ୍ରା।

ସୂଚନାନୁଯାୟୀ, ନାରଙ୍ଗପୁର ଗାଁର ସୁଚିତ୍ରା ବାଡିପଟେ ଥିବା ପୋଖରୀକୁ ଶୌଚ ହେବାକୁ ଯାଇଥିଲା। ଏହି ସମୟରେ ତାର ଗୋଡ ଖସିଯିବାରୁ ସେ ପୋଖରୀରେ ବୁଡ଼ି ଯାଇଥିଲା। ଗାଁର ଜଣେ ସୁଚିତ୍ରାକୁ ବୁଡ଼ି ଯାଉଥିବା ଦେଖି ଘର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ସଙ୍ଗେସଙ୍ଗେ ସୁଚିତ୍ରାକୁ ଉଦ୍ଧାର କରି ଆନନ୍ଦପୁର ଡାକ୍ତରଖାନାରେ ପହଞ୍ଚିଥିଲେ। ହେଲେ ସେଠାରେ ଶିଶୁକନ୍ୟାକୁ ମୃତ ଘୋଷଣା କରିଛନ୍ତି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.