ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ତାଜା ଖସିପଡ଼ି ୫ ବର୍ଷର ଶିଶୁକନ୍ୟା ମୃତ

ରାୟଗଡ଼ା, ୧୭/୦୭ : ଘରର ତାଜା ଖସିପଡ଼ି ଚାଲିଗଲା ପାଞ୍ଚ ବର୍ଷ ଝିଅର ଜୀବନ। ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ କୋରପା ପଞ୍ଚୟତ ବେର୍ଲାଙ୍ଗ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଶିଶୁକନ୍ୟା ହେଲେ କମସିଙ୍ଗ କାଡ୍ରାକାଙ୍କ ସାନ ଝିଅ ଅବନ୍ତି କାଡ୍ରାକା। 

ସୂଚନାନୁଯାୟୀ, ମଙ୍ଗଳବାର ସନ୍ଧ୍ୟାରେ ପ୍ରବଳ ବର୍ଷା ଲାଗି ରହିଥିଲା। କମସିଙ୍ଗ କାଡ୍ରାକାଙ୍କ ସାନ ଝିଅ ଅବନ୍ତି କାଡ୍ରାକା ଘରର ବାହାର ବାରଣ୍ଡାରେ ଖେଳୁଥିବା ବେଳେ ତାଙ୍କ ଉପରକୁ ହଠାତ୍ ତାଜା ଖସି ପଡିଥିଲା। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେବାକୁ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ଆମ୍ବୁଲାନ୍ସର ସୁବିଧା ମିଳିନଥିଲା। ଯାହାଫଳରେ ଘଟଣାସ୍ଥଳରେ ଅବନ୍ତିର ଜୀବନ ଚାଲିଯାଇଥିଲା। ଏହି ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.