ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ଭାରସାମ୍ୟ ହରାଇ ଓଲଟିଲା ​କାଉଡିଆଙ୍କୁ ନେଇ ଯାଉଥିବା ବସ୍, ୫ରୁ ଉର୍ଦ୍ଧ୍ଵ ଆହତ

ଯାଜପୁର, ୨୨/୦୭ : ଯାଜପୁର ଜିଲ୍ଲା ପାଣିକୋଇଲି ନିକଟରେ ଦୁର୍ଘଟଣା। ରବିବାର ମଧ୍ୟରାତ୍ରିରେ କାଉଡିଆଙ୍କୁ ନେଇ ଯାଉଥିବା ଏକ ବସ୍ ପାଣିକୋଇଲି ନିକଟରେ ଓଲଟି ପଡିଛି। ଫଳରେ ୫ରୁ ଉର୍ଦ୍ଧ୍ଵ କାଉଡିଆ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.