ପ୍ରମୂଖ ଖବର
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ

ମର୍ଶାଘାଇ,୨୮/୦୯: ପାରାଦ୍ୱୀପ-ଚଣ୍ଡିଖୋଲ ୫୩ ନମ୍ବର ଜାତୀୟ ରାଜପଥରେ ସଡକ ଦୁର୍ଘଟଣା । ଦିବ୍ୟାଙ୍ଗଙ୍କ ଜଳଖିଆ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍‌ । ଦୋକାନ ଭିତରେ ଥିବା ଦୋକାନ ମାଲିକ ଦୈତାରୀ ସାହୁଙ୍କ ସମେତ ୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି । କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ବଉଦ ଅଫିସ ଛକଠାରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଶନିବାର ସକାଳୁ ପାରାଦ୍ୱୀପ ଆଡୁ ଏକ ମାଲବାହୀ ଟ୍ରକ୍‌ ଦୃତଗତିରେ ଆସି ଦୋକାନ ଉପରକୁ ମାଡି ଯାଇଥିଲା । ଏହି ଦୁର୍ଘଟଣାରେ ଦୋକାନ ଭିତରେ ଥିବା ଦୈତାରୀଙ୍କ ସମେତ ୩ ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଦୋକାନର ସମସ୍ତ ଜିନିଷ ପତ୍ର ଭାଙ୍ଗି ନଷ୍ଟ ହେବା ସହିତ ଦୈତାରୀଙ୍କ ଟ୍ରାଇସାଇକେଲଟି ମଧ୍ୟ ସଂପୂର୍ଣ୍ଣ ଭାବରେ ଭାଙ୍ଗି ଯାଇଛି । ଏନେଇ ଦୈତାରୀ ନିକଟସ୍ଥ ଥାନାରେ ଏକ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡିକୁ ଜବତ କରିବା ସହିତ ଚାଳକକୁ ଅଟକ ରଖି ତଦନ୍ତ ଜାରି ରଖିଛି ।

  

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.