ପ୍ରମୂଖ ଖବର
  • କଟକ: କୋର୍ଟରେ ହାଜର ହେଲେ ଅନୁଭବ ମହାନ୍ତି, ଘରୋଇ ହିିଂସା ମାମଲାରେ ଜାରି ହୋଇଥିଲା NBW
  • ||
  • ଓଡିଶା ବିଧାନସଭାକୁ ମିଳିଲା ନୂଆ ବାଚସ୍ପତି, ରଣପୁର ବିଧାୟିକା ସୁରମା ପାଢ଼ୀ ହେଲେ ବାଚସ୍ପତି
  • ||
  • ତୀର୍ଥଯାତ୍ରୀ ବସ ଉପରକୁ ଆତଙ୍କୀ ହମଲା ଘଟଣା, ଅଭିଯୁକ୍ତ ଗିରଫ
  • ||
  • ବିଶ୍ୱକପ୍‌ର ସୁପର-୮ ରାଉଣ୍ଡ୍‌: ଟିମ୍‌ ଇଣ୍ଡିଆ ପାଇଁ ଆଫଗାନ ସ୍ପିନ୍‌ ଚ୍ୟାଲେଞ୍ଜ, ଫୋକସ୍‌ରେ କୋହଲିଙ୍କ ଫର୍ମ
  • ||
  • ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବାଲେଶ୍ୱରରେ ସୁଧୁରୁଛି ସ୍ଥିତି: ସକାଳୁ କର୍ଫ୍ୟୁ କୋହଳ, ୧୧ଟା ସୁଦ୍ଧା କାମ ସାରି ଘରକୁ ଫେରିବାକୁ ନିବେଦନ
  • ||
  • ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା, ପ୍ରବଳ ବର୍ଷିବ: ମାଲକାନଗିରିରେ ମୌସୁମୀ ସକ୍ରିୟ
  • ||

ଗୋ ଚାଲାଣ ଟ୍ରକ୍‌କୁ ଅଟକ ରଖିଲା ପୋଲିସ, ୩୨ ଗୋରୁ ଉଦ୍ଧାର

ଭୋଗରାଇ, ୯।୬: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ ଦେଉଳା ହାଟ ରାସ୍ତାରେ ଓଡ଼ିଶାରୁ ପଶ୍ଚିମବଙ୍ଗକୁ ଟ୍ରକ୍‌ରେ ହେଉଥିଲା ଗୋ ଚାଲାଣ । ରାସ୍ତାରେ ଫସିଯାଇଥିଲା ଏକ ୧୨ ଚକିଆ ଟ୍ରକ୍ । ଟ୍ରକଟିରେ ୩୨ଟି ଗୋରୁ ଥିବା ଜଣାପଡ଼ିଛି । 

ଘଟଣା ସ୍ଥଳରେ ଭୋଗରାଇ ପୋଲିସ ପହଞ୍ଚି ଗୋରୁମାନଙ୍କୁ ଉଦ୍ଧାର କରି ଥାନାକୁ ନେଇଛି । ରବିବାର ୩ଟା ସମୟରେ ପଶ୍ଚିମବଙ୍ଗକୁ ଯାଉଥିଲା । ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ଏଭଳି ଗୋ ଚାଲାଣ ଗାଡ଼ି ସପ୍ତାହରେ ଦୁଇ ତିନି ଥର ଯାଉଛି । ଏଥିପାଇଁ ପ୍ରଶାସନକୁ ଦାୟୀ କରିଛନ୍ତି ସ୍ଥାନୀୟ ଲୋକେ । 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.