ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ବିମାନ ଖାଦ୍ୟରୁ ବାହାରିଲା ଜିଅନ୍ତା ମୂଷା,ଜରୁରୀକାଳୀନ ଅବତରଣ କଲା ବିମାନ

ନୂଆଦିଲ୍ଲୀ,୨୨/୦୯: ମଝି ଆକଶରରେ ଆତଙ୍କ।  ବିମାନ ଖାଦ୍ୟରୁ ବାହାରିଲା ଜିଅନ୍ତା ମୂଷା। ଫଳରେ ଜରୁରୀକାଳୀନ ଅବତରଣ କଲା ବିମାନ । ତେବେ ଡେନମାର୍କର କୋପେନହାଗନରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।

ସୂଚନା ମୁତାବକ, ଗତ ବୁଧବାର ସ୍କାଣ୍ଡେନାଭିଆନର ଏକ ବିମାନ ଓସଲୋରୁ ମାଲେଗା ଅଭିମୁଖେ ଯାଉଥିଲା। ବିମାନରେ ସମସ୍ତ ଯାତ୍ରୀଙ୍କୁ ବିମାନ ପକ୍ଷରୁ ଖାଦ୍ୟ ପ୍ୟାକେଟ ଦିଆଯାଇଥିଲା। ଜଣେ ଯାତ୍ରୀ ନିଜ ଖାଦ୍ୟ ପ୍ୟାକେଟ ଖୋଲିବା ବେଳେ ସେଥିରୁ ଏକ ଜୀଅନ୍ତା ମୂଷା ବାହାରିଥିଲା। ଏହାକୁ ନେଇ ବିମାନରେ ଯାତ୍ରୀମାନଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଥିଲା। ଏହାକୁ ସମସ୍ତେ ବିରୋଧ କରିଥିବା ବେଳେ ପରେ ଡେନମାର୍କର କୋପେନହାଗନରେ ବିମାନକୁ ଜରୁରୀ ଅବତରଣ କରାଯାଇଥିଲା। କିଛି ସମୟ ବିରତି ପରେ ପୁଣି ବିମାନଟି ଉଡାମ ଭରିଥିଲେ। ସେପଟେ ଏହି  ଘଟଣାକୁ SAS ବିମାନ କର୍ତ୍ତୃପକ୍ଷ ଗୁରୁତର ସହ ନେଇଛନ୍ତି। ଯେଉଁ ସଂସ୍ଥା ବିମାନକୁ ଖାଦ୍ୟ ଯୋଗାଇଥିଲା ତାକୁ କାରଣ ଦର୍ଶାଅ ନୋଟିସ ଜାରି ହୋଇଛି। ସେହିପରି ଖାଦ୍ୟ ଯୋଗାଣ ସଂସ୍ଥା ବିରୋଧରେ ଦୃଢ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ବିମାନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.