ପ୍ରମୂଖ ଖବର
  • ସମ୍ବଲପୁର : ନୂଆଁଖାଇ ପାଇଁ ଲଗ୍ନ ନିର୍ଘଣ୍ଟ, ୨୮ରେ ଲାଗି ହେବ ନବାନ୍ନ
  • ||
  • ରବିବାର ଭାରତରେ ପହଞ୍ଚିବେ ମହକାଶଚାରୀ ଶୁଭାଂଶୁ ଶୁକ୍ଳା
  • ||
  • ଅଗଷ୍ଟ ୧୮ରେ ଭାରତ ଆସୁଛନ୍ତି ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି
  • ||
  • ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ , ପାସ୍‌ ହାର ୫୬.୨୩ ପ୍ରତିଶତ
  • ||
  • ବୌଦ୍ଧ ଗସ୍ତରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ, ବିଭିନ୍ନ କାର୍ଯ୍ୟକ୍ରମରେ ଦେବେ ଯୋଗ
  • ||
  • କଟକର ପ୍ରସିଦ୍ଧ ଦହିବରା ଦୋକାନୀ ରଘୁ ମଉସାଙ୍କ ପରଲୋକ
  • ||
  • ନୂଆପଡ଼: ରାସ୍ତାରୁ ଗୋରୁଙ୍କୁ ଘଉଡ଼ାଇବା ବେଳେ ପିଟିଲା ପିକ୍ଅପ୍‌ ଭ୍ୟାନ୍; ଜଣେ ମୃତ, ଜଣେ ଗୁରୁତର
  • ||
  • ଦୟୀନଦୀରେ ନାବାଳକ ବୁଡ଼ିଯିବା ଘଟଣା, ୬ କିମି ଦୂରରୁ ଛାତ୍ରଙ୍କ ମୃତଦେହ ଠାବ
  • ||
  • କାଲିମେଳା : ଲଗାଣ ବର୍ଷାରେ ବୁଡ଼ିଲା ଏମ୍‌ଭି ୯୬ ପୋଲ, ଯାତାୟାତ ଠପ୍
  • ||
  • ଢେଙ୍କାନାଳ : ସୁଇମିଂ ପୁଲ୍‌ରୁ ଉତ୍ତରାଖଣ୍ଡ ଯୁବକଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ରାଜଧାନୀ ହିଟ୍ ଆଣ୍ଡ ରନ୍‌ କେସ୍ : ଧରାପଡ଼ିଲେ ସ୍କର୍ପିଓ ଡ୍ରାଇଭର ଓ ସହଯୋଗୀ, ଥାର୍ ମାଲିକଙ୍କ ମିଳୁନି ପତ୍ତା
  • ||
  • ବାଲିପାଟଣାରେ ଯୁବକଙ୍କୁ ଜୀଅନ୍ତା ଜାଳିଦେବା ଘଟଣା: ବାପା ଏବଂ ସାବତ ଭାଇ ଗିରଫ, ପୁଲିସର ଖୋଳତାଡ଼
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୫ ଦିନ ଛେଚିବ ବର୍ଷା, ଆଜି ୨୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି
  • ||
  • ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ଙ୍କ ମଧ୍ୟରେ ୩ ଘଣ୍ଟା ଧରି ଆଲୋଚନା,ବାହାରିଲାନି ନିଷ୍କର୍ସ, ବନ୍ଦ ହେବନି ଋଷ-ୟୁକେନ୍ ଯୁଦ୍ଧ
  • ||

ବେହେରଣ ଦ୍ୱାର ଦେଇ ଶ୍ରୀମନ୍ଦିର ଉପରକୁ ଚଢ଼ିବାକୁ ଉଦ୍ୟମ, ବ୍ୟକ୍ତିଙ୍କୁ ମାଡ଼ିବସିଲେ ଜେଟିପି

Published By : Manoj | August 16, 2025 11:35 AM

ପୁରୀ ୧୬/୦୮: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥାରେ ଢିଲା । ପୁଣି ଜଣେ ବିହାରୀ ବ୍ୟକ୍ତି ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ ବେଳେ ଧରାପଡିଲେ। ବେହରଣ ଦ୍ୱାର ପଟରୁ ପ୍ରାୟ ୫ରୁ ୭ ଫୁଟ୍ ଚଢି ସାରିଥିବା ବେଳେ ମାଡ଼ି ବସିଥିଲେ ଜଗନ୍ନାଥ ମନ୍ଦିର ପୁଲିସ (JTP)। ପରେ ବିହାରୀ ବ୍ୟକ୍ତିଙ୍କୁ ସିଂହଦ୍ୱାର ଥାନାରେ ଜିମା ଦେଇଛନ୍ତି। 

ସୂଚନା ଅନୁଯାୟୀ, ଶ୍ରୀମନ୍ଦିରରେ ନନ୍ଦଉତ୍ସବ ନୀତି ଚାଲିଥିବା ମହାପ୍ରଭୁଙ୍କୁ  ଦର୍ଶନ ପାଇଁ ଆସିଥିଲେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଲାଗିଛି। ଏହି ସମୟରେ ଦକ୍ଷିଣ ଘର ବାଟରେ ଜଣେ ବ୍ୟକ୍ତି ହଠାତ୍ ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ କରୁଥିଲେ । ଏପିରିକି ୫ ରୁ ୭ ଫୁଟ୍ ଚଢିସାରିଥିବା ବେଳେ ଦେଖି ଦେଇଥିଲେ ଜେଟିିପି। ତରନ୍ତୁ ଆକ୍ସନ୍ ମୋଡ଼କୁ ଆସିଥିଲେ। ଦୌଡ଼ି ଯାଉ ବ୍ୟକ୍ତିଙ୍କୁ ମାଡ଼ି ବସିଥିଲେ। ପରେ ସିଂହଦ୍ୱାର ଥାନାରେ ଜିମା ଦିଆଯାଇଛି।  ଅଟକ ବ୍ୟକ୍ତିଙ୍କର ମାନସିକ ସ୍ଥିତି ଦୁର୍ବଳ ଥିବା ସୂଚନା ମିଳିଛି । ସିଂହଦ୍ବାର ପୁଲିସ ଘଟଣାରେ ଅଧିକ ତଦନ୍ତ କରିବା ସହ ଅଟକ ବ୍ୟକ୍ତିଙ୍କୁ ପଚରାଉଚରା କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.