ପ୍ରମୂଖ ଖବର
  • ମାଲକାନଗିରି : ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ, ଚିକିତ୍ସା ପାଇଁ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା: ଆଜି ଗୁଜରାଟ ଯିବେ ନିଲମ୍ବିତ ୫ ପୁଲିସ, ସମସ୍ତଙ୍କର ପଲିଗ୍ରାଫ ଟେଷ୍ଟ୍‌ କରାଇବ କ୍ରାଇମ୍‌ବ୍ରାଞ୍ଚ୍‌
  • ||
  • ମଧ୍ୟପ୍ରଦେଶରେ ବଡ଼ ଧରଣର ସଡ଼କ ଦୁର୍ଘଟଣା, ୯ଜଣଙ୍କ ମୃତ୍ୟୁ
  • ||
  • ଭୁବନ : ନାଳରେ ବୁଡି ଯୁବକଙ୍କ ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଫରେଷ୍ଟରଙ୍କ ସୁଇସାଇଡ ନୋଟ ପାଇ ବି ବନ ବିଭାଗ ଓ ପୁଲିସ ନିରବ: ପତ୍ନୀ ବିଚଳିତ, ଶୁଦ୍ଧିକ୍ରିୟାରେ ଅଘଟଣ
  • ||
  • ଭୁବନେଶ୍ୱର : ଓଲଟିଲା କ୍ଷୀର ବୋଝେଇ କଣ୍ଟେନର, ୩ ଆହତ
  • ||
  • ମୌସୁମୀ ପ୍ରତ୍ୟାହାର ପ୍ରକ୍ରିୟା ଆରମ୍ଭ: ଏବେ ବି ୪ ଜିଲ୍ଲା ନିଅଣ୍ଟିଆ ବର୍ଷା, ଭଦ୍ରକରେ ସର୍ବାଧିକ ୨୬% ନିଅଣ୍ଟିଆ
  • ||
  • ଭୁବନେଶ୍ୱର : ଡ୍ରଙ୍କେନ୍ ଡ୍ରାଇଭ୍ ଚେକିଂ ବେଳେ କାରରୁ ମିଳିଲା ଟଙ୍କା; ଚାଳକ ଅଟକ, କାର୍ ଓ ଟଙ୍କା ଜବତ
  • ||

ମହିଳାଙ୍କୁ ଟାଙ୍ଗିଆରେ ହାଣିଲା ଦୁର୍ବୃତ୍ତ, ହତ୍ୟାକାରୀ ଅଟକ

ଢେଙ୍କାନାଳ,୨୯/୦୯: ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ କୁଶୁପଙ୍ଗା ଗ୍ରାମରେ ହତ୍ୟାକାଣ୍ଡ । ମହିଳା ଜଣକ ଘରେ ଥିବାବେଳେ ତାଙ୍କ ଘରେ ପଶିଥିଲା ଦୁର୍ବୃତ୍ତ । ଘରେ ପଶି ତାଙ୍କୁ ଟାଙ୍ଗିଆରେ ହାଣିଦେଇଥିବା ମୋଟଙ୍ଗା ଥାନାରେ ଅଭିଯୋଗ ହୋଇଥିଲା । ଏହି ଘଟଣାରେ ମହିଳା ଜଣକ ପ୍ରାଣ ହରାଇଥିଲେ । ତେବେ ଉକ୍ତ ଅଭିଯୋଗ ଆଧାରରେ ମୋଟଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାରୀକୁ କାବୁ କରିଛି । ହତ୍ୟାକାରୀକୁ କାବୁ କରି ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ଏହି ଘଟଣାରେ ପ୍ରାଣ ହରାଇଥିବା ମହିଳା ଏବଂ ହତ୍ୟାକାରୀର ପରିଚୟ ଅସ୍ପଷ୍ଟ ରହିଥିବାବେଳେ ପୂର୍ବ ଶତ୍ରୁତାକୁ ନେଇ ଏଭଳି ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.