ପ୍ରମୂଖ ଖବର
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ନବଜାତ ଶିଶୁପୁତ୍ରର ମୃତଦେହ ଠାବ

ନବରଙ୍ଗପୁର, ୨୦/୦୬ : ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା। ଟିକେଟ କାଉଣ୍ଟର ନିକଟରେ ପଡିଛି ଏକ ନବଜାତ ଶିଶୁପୁତ୍ରର ମୃତଦେହ। ବିଳମ୍ବିତ ରାତିରେ କିଏ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି। 

ଅବାଛିନ୍ତ ଗର୍ଭ ଧାରଣ କିମ୍ବା କୌଣସି କାରଣବଶତଃ କିଏ ଏହିଭଳି କାର୍ଯ୍ୟ କରିଛନ୍ତି ତାହା ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ଡାକ୍ତରଖାନା କର୍ମଚାରୀମାନେ ଉପସ୍ଥିତ ଥିବା ବେଳେ ପୋଲିସକୁ ଖବର ଦିଆଯାଇଛି। ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ଅନୁମାନ କରାଯାଉଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.