ପ୍ରମୂଖ ଖବର
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଶ୍ମଶାନରେ ନବଜାତକୁ ଝୁଣି ଖାଇଲା କୁକୁର

ଭଦ୍ରକ, ୧୭/୦୯ : ଶ୍ମଶାନରେ ଶିଶୁକୁ ଝୁଣି ଖାଇଲା କୁକୁର। ଭଦ୍ରକ ସହରର ଗାନ୍ଧି ପଡ଼ିଆ ନିକଟ ଶ୍ମଶାନରେ ଏଭଳି ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ନବଜାତଟି ଜୀବିତ ଥିଲା କି ମୃତ ତାହା ଜଣାପଡ଼ି ନାହିଁ। 

ସୂଚନାନୁଯାୟୀ, ଭଦ୍ରକ ସହର ଗାନ୍ଧି ପଡ଼ିଆ ନିକଟ ଶ୍ମଶାନରେ କିଛି କୁକୁର ପଲ ଏକ ନବଜାତକୁ ଖାଉଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ତେବେ ଶିଶୁଟି ଜୀବିତ କି ମୃତ ଥିଲା ତାହା ଜଣାପଡ଼ି ନାହିଁ। ନିକଟରେ ଏକ ଘରୋଇ ନର୍ସିଂହୋମ୍ ଥିବାରୁ କେହି ନବଜାତକୁ ଏଠାରେ ଫିଙ୍ଗିଥିବା ଅନୁମାନ କରାଯାଉଛି। ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି କୁହାଯାଉଛି।   

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.