ପ୍ରମୂଖ ଖବର
  • ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଆଉ କିଛି ଘଣ୍ଟାର ଅପେକ୍ଷା..ରଥଖଳାରେ ବିଜେ ହେଲା ଆଜ୍ଞାମାଳ, ସିଂହଦ୍ୱାରରେ ଲାଗିବ ରଥତ୍ରୟ
  • ||
  • ଉମରକୋଟ: ଆମ୍ବୁଲାନ୍ସ ଧକ୍କାରେ ପୁଅ ମୃତ, ବାପା ଗୁରୁତର
  • ||
  • ଜୁଲାଇ ୨୨ରେ ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ୨୪ରେ ଉପବାଚସ୍ପତି ନିର୍ବାଚନ,୨୫ରେ ବଜେଟ୍ ଉପସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଶନିବାର ଜିମ୍ବାୱେ-ଭାରତ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ଗିଲ୍‌ଙ୍କ ନେତୃତ୍ୱରେ ମଇଦାନକୁ ଓହ୍ଲାଇବ ଯୁବ ବାହିନୀ
  • ||
  • ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ: ୪ ଦିନ ରହିବେ, ଗୁଣ୍ଡିଚା ଯାତ୍ରା ଦେଖିବେ, ସୁରକ୍ଷା ପାଇଁ ୨୫ ପ୍ଲାଟୁନ୍‌ ଫୋର୍ସ ମୁତୟନ
  • ||
  • ରତ୍ନଭଣ୍ଡାର ଗଣତିମଣତି ନେଇ ନବଗଠିତ କମିଟିର ପ୍ରଥମ ବୈଠକ, ଖୋଲିବାର ତାରିଖ ଓ ମୋଡ଼ାଲିଟି ନିର୍ଦ୍ଧାରିତ ହେବ
  • ||
  • ୭ରେ ଲଘୁଚାପ: ଆସନ୍ତା ୫ ଦିନ ରାଜ୍ୟରେ ବର୍ଷା ସମ୍ଭାବନା ,୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
  • ||

ଭାରସାମ୍ୟ ହରାଇ ଓଲଟିଲା ଗ୍ୟାସ୍ ବୋଝେଇ ପିକଅପ୍ ଭ୍ୟାନ୍, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍

ତେଲକୋଇ, ୦୪/୦୭ : ଭାରସାମ୍ୟ ହରାଇ ଓଲଟିଲା ଗ୍ୟାସ୍ ବୋଝେଇ ପିକଅପ୍ ଭ୍ୟାନ୍। ଗୁରୁବାର ସକାଳ ପ୍ରାୟ ୬ଟାରେ ତେଲକୋଇ-ବିମଳା ରାସ୍ତାର ଦୁଲ୍ଲଭପୁର ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭର୍ ଏକ ବଡ଼ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। 

ସୂଚନାନୁଯାୟୀ, ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ ବ୍ଲକର ବିମଳା ଗ୍ୟାସ୍ ଏଜେନ୍ସିରୁ ଗ୍ୟାସ୍ ନେଇ ଏକ ପିକଅପ୍ ଭ୍ୟାନ୍ ତେଲକୋଇ ଅଭିମୁଖେ ଆସୁଥିଲା। ଏହି ସମୟରେ ଦୁଲ୍ଲଭପୁର ପୁର ଗାଁ ନିକଟରେ ପିକଅପ୍ ଭ୍ୟାନ୍‌ଟି ଏକ ଧାନ ଜମିକୁ ଓଲଟି ପଡିଥିଲା। ତେବେ ପିକଅପ୍ ଭ୍ୟାନ୍ ଡ୍ରାଇଭର୍ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଅନ୍ୟ କାହାର କିଛି କ୍ଷତି ଘଟିନଥିବା ଜଣାପଡିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.