ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଦୁର୍ଘଟଣାରେ ଚାଲିଗଲା ଟ୍ରାଫିକ ପୋଲିସଙ୍କ ଜୀବନ

ଭୁବନେଶ୍ବର, ୨୯।୬ : ଜୟଦେବ ବିହାର ବ୍ରିଜ ଉପରେ ସଡ଼କ ଦୁର୍ଘଟଣା।   ଟ୍ରାଫିକ ପୋଲିସଙ୍କୁ ପିଟିଲା ଅଜଣା ଗାଡ଼ି। ଦୁର୍ଘଟଣାରେ ଗଲା ଟ୍ରାଫିକ ପୋଲିସଙ୍କ ଜୀବନ। ଘଟଣା ସ୍ଥଳରେ ନୟାପଲ୍ଲୀ ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। 

ବର୍ଷାରେ  ଟ୍ରାଫିକ କର୍ମଚାରୀ  ଜଣକ ଡ୍ୟୁଟି କରୁଥିବା ସମୟରେ ହଠାତରେ କୌଣସି ଗାଡି ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା।  ଘଟଣାସ୍ଥଳରେ ଟ୍ରାଫିକ ପୋଲିସଙ୍କ  ମୃତ୍ୟୁ ଘଟିଛି। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.