ପ୍ରମୂଖ ଖବର
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ଦୁର୍ଘଟଣାରେ ଅବସରପ୍ରାପ୍ତ ଯବାନ ମୃତ

ବାଙ୍ଗିରିପୋଷି, ୧୭/୯ : ଦୁର୍ଘଟଣାରେ ଅବସର ପ୍ରାପ୍ତ ଯବାନ ମୃତ। ବାଙ୍ଗିରିପୋଷି ଦରକୋଣ୍ଟିଆ ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି। ମୃତକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଗୁବାଇ ମାଝୀ। 

ସୂଚନାନୁଯାୟୀ, ଗୁବାଇ ମାଝୀ ଭାରତୀୟ ଯବାନ ଭାବେ ଚାକିରିରୁ ଅବସର ନେଇଥିଲେ। ମଙ୍ଗଳବାର ଗ୍ରାମ ନିକଟସ୍ଥ ରାସ୍ତା କଡ଼ରେ ତାଙ୍କର ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ବାଙ୍ଗିରିପୋଷି ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅଜଣା ଗାଡି ଧକ୍କାରେ ତାଙ୍କର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି କୁହାଯାଉଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.