ପ୍ରମୂଖ ଖବର
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ସମ୍ବଲପୁର- ମହାନଦୀ ଦ୍ବିତୀୟ ସେତୁରେ ଡେଇଁଲେ ଯୁବକ , କାରଣ ଅସ୍ପଷ୍ଟ

ସମ୍ବୁଲପୁର,୨/୮ :   ସମ୍ବଲପୁର- ମହାନଦୀ ଦ୍ବିତୀୟ ସେତୁରେ ଡେଇଁଲେ ଯୁବକ । ସମ୍ବଲପୁର ମହାନଦୀ ଦ୍ବୀତିୟ ସେତୁ ଚାଉଁରପୁର ସେତୁରେ ଘଟିଛି ଏହି ଅଭାବନୀୟ ଘଟଣା । ଯୁବକଙ୍କ ଆନୁମାନିକ ବୟସ ପ୍ରାୟ ୪୦ରୁ ୫୦ ହେବ ବୋଲି ଜଣାପଡ଼ିଛି । ଖବରପାଇ ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । ତେବେ ଡେଇଁବାର କାରଣ ଅସ୍ବଷ୍ଟ ରହିଥିବାବେଳେ ବ୍ଯକ୍ତିଙ୍କ ପରିଚୟ ମିଳି ପାରିନାହିଁ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.