ପ୍ରମୂଖ ଖବର
  • ଭୁବନେଶ୍ୱର : ସହି ପାରିଲେନି ଘର ମାଲିକଙ୍କ ନିର୍ଯାତନା, ଟ୍ରେନ୍‌ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ
  • ||
  • ମୟୂରଭଞ୍ଜ : ସୋନ ଡ୍ୟାମ୍‌ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ଓଡିଶା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟ କୁଳସଚିବଙ୍କ ଇସ୍ତଫା ପତ୍ର ଗ୍ରହଣ

Published By : Prameya | April 30, 2025 10:00 PM

ଭୁବନେଶ୍ବର, ୩୦।୪ ସୁନାବେଡ଼ା ସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୁଳସଚିବ ଚକ୍ରଧର ତ୍ରୀପାଠୀଙ୍କ ଇସ୍ତଫା ପତ୍ର ଗ୍ରହଣ । ବୁଧବାର କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ପକ୍ଷରୁ ଇସ୍ତଫା ଗ୍ରହଣ ହୋଇଥିବା ଚିଠି ମାଧ୍ୟମରେ ସ୍ପଷ୍ଟ ହୋଇଛି। 

କିଛିଦିନ ପୂର୍ବେ ବ୍ୟକ୍ତିଗତ କାରଣରୁ ଦିଲ୍ଲୀରେ କୁଳସଚିବ ଚକ୍ରଧର ତ୍ରୀପାଠୀ ଇସ୍ତଫା ଦେଇଥିବା ସୂଚନା ମିଳିଥିଲା। ପ୍ରଫେସର ଚକ୍ରଧର ତ୍ରୀପାଠୀଙ୍କ ସ୍ଥାନରେ ବରିଷ୍ଠ ପ୍ରଫେସର ନରସିଂହ ଚରଣ ପଣ୍ଡାଙ୍କୁ ଭାରପ୍ରାପ୍ତ କୁଳପତି ଦାୟିତ୍ଵ ପ୍ରଦାନ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.