ପ୍ରମୂଖ ଖବର
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ବାହାଘର ପ୍ରସେସନ ସମୟରେ ଚଢିଗଲା ଗାଡି, ବର ଓ ବରପିତା ଗୁରୁତର

କଟକ, ୧୦/୦୭ : ବାହାଘର ପ୍ରସେସନ ସମୟରେ ଚଢିଗଲା ଗାଡି। ବର ଓ ବରପିତା ଗୁରୁତର। କଟକ ଜିଲ୍ଲା ନରସିଂହପୁର ବ୍ଲକ ଅନ୍ତର୍ଗତ ଚତରାପଦା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗୁରୁତରଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନାନୁଯାୟୀ, ଚତରପଦା ଗ୍ରାମର ବିମ୍ବାଧର ନାୟକ (୫୫ ବର୍ଷ)ଙ୍କ ପୁଅ ବବୁଲ ନାୟକ (୨୨ବର୍ଷ)ଙ୍କର ବିବାହ ତଗିଲୋ ଗ୍ରାମରେ ସ୍ଥିର ହୋଇଥିଲା। ବୁଧବାର ବିବାହ ଶୋଭାଯାତ୍ରାରେ ଯାଉଥିବା ବେଳେ ଏକ ବସ୍ ଭାରସାମ୍ୟ ହରାଇ ବରଯାତ୍ରୀଙ୍କ ଉପରକୁ ଚଢିଯାଇଥିଲା। ଫଳରେ ବର ବବୁଲ ନାୟକ ଆହତ ହୋଇଥିବା ବେଳେ ପିତା ବିମ୍ବାଧର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.